Posted inଜାତୀୟ

ଯୋଗ ଦିବସରେ ସାମିଲ ହେବେ ୧୮୦ରୁ ଅଧିକ ଦେଶ, ମୋଦି ନେବେ ନେତୃତ୍ୱ…

ନୂଆଦିଲ୍ଲୀ,୧୭।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜୁନ ୨୧ରେ ଆୟୋଜିତ ହେବାକୁ ଥିବା ଯୋଗ ଦିବସରେ ପୃଥିବପୀର ୧୮୦ରୁ ଅଧିକ ଦେଶ ଅଂଶଗ୍ରହଣ କରିବେ। ବିଭିନ୍ନ ଦେଶର ରାଜନେତା, ଶିକ୍ଷାବିତ୍‌, କଳାକାର, ଶିଳ୍ପପତି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ନ୍ୟୁଜ ଏଜେନ୍ସି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୋଦି ଜାତିସଂଘ ମୁଖ୍ୟାଳୟରେ ସ୍ଥାନୀୟ ସମୟ ପୂର୍ବାହ୍ନ ୮ଟାରୁ ୯ଟା ମଧ୍ୟରେ ଯୋଗ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ୨୦୧୫ରେ ଜାତିସଂଘ ପକ୍ଷରୁ ଜୁନ୍‌ ୨୧କୁ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ପାଳନ କରିବାକୁ ଘୋଷଣା କରାଯାଇଥିଲା। ଚଳିତବର୍ଷ ଯୋଗ ଦିବସର ନବମ ବାର୍ଷିକ ଉତ୍ସବ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: ୧୫ ଅଗଷ୍ଟରେ ହେବ… ଶୁଣିକି ସରକାର ଛାନିଆ

ନୂଆଦିଲ୍ଲୀ, ୧୧।୮: କକ୍ରୋଚ ଜନତା ପାର୍ଟି (ସିଜେପି.) NEET ପେପର୍‌ ଲିକ୍‌ ବିରୋଧୀ ଆନ୍ଦୋଳନର ସଫଳତାରୁ ପ୍ରେରଣା ପାଇ ଏକ ନୂତନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି।…

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri