କର୍ନାଟକରେ ୨ କୋଟିରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ: ରାଜ୍ୟ ସରକାରଙ୍କ ରିପୋର୍ଟ

ବେଙ୍ଗାଲୁରୁ,୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦିଲ୍ଲୀ, କେରଳ ଏବଂ ମହାରାଷ୍ଟ୍ରରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଛି। ଏପରିସ୍ଥଳେ କର୍ନାଟକ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ହୋଇଥିବା କରୋନା ସର୍ଭେ ରିପୋର୍ଟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ କରୋନାରେ ଲଗାମ ଲଗାଯାଇ ପାରୁ ନ ଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟ ଦର୍ଶାଯାଇଛି ଯେ, ରାଜ୍ୟରେ ସେପ୍ଟେମ୍ବର ୧୬ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କୋଟିଏ ୯୩ ଲକ୍ଷରୁ ଅଧିକ ରହିଥିଲା। ଇତି ମଧ୍ୟରେ ରାଜ୍ୟର ୨ କୋଟିରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ଏସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ. କେ. ସୁଧାକର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ-ରିଆଙ୍କୁ ଝଟ୍‌କା: ଦାଖଲ କରାଯିବ ରିଭ୍ୟୁ ପିଟିଶନ୍‌

ନୂଆଦିଲ୍ଲୀ, ୧୯।୮: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ଯାଞ୍ଚ ଏବେ ସିବିଆଇ କରିବ। ଏନେଇ ସୁପ୍ରିମ୍‌କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।...

ଅଭିଷେକଙ୍କୁ ୬ ଘଣ୍ଟା ଜେରା

କୋଲକାତା,୨୦।୫:ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶନିବାର ତୃଣମୂଳ କଂଗ୍ରେସ ନେତା ଅଭିଷେକ ବାନାର୍ଜୀଙ୍କୁ ୬ ଘଣ୍ଟା ଜେରା କରିଛି। କୋଲକାତା...

ତିନି ଧାଡ଼ିଆ ହ୍ବିପ୍‌ ଅନୁସାରେ ଉପସ୍ଥିତ ରହିବେ ସମସ୍ତ ଭାଜପା ଏମ୍‌ପି…

ନୂଆଦିଲ୍ଲୀ,୨୮।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ତିନି ଧାଡିଆ ହ୍ବିପ୍‌ ଜାରି କରାଯାଇଛି। ସୋମବାରଠାରୁ...

୧୦ ହଜାର କୋଟି ସରକାରୀ ଟଙ୍କାର ହିସାବ ମିଳୁନି

ରାଞ୍ଚି,୧୮ା୫: ଝାଡ଼ଖଣ୍ଡରେ ସବୁବେଳେ ଯୋଜନା ନାମରେ ସରକାରୀ ପାଣ୍ଠି ଲୁଟ୍‌ ହେଉଥିବା ଖବର ଚର୍ଚ୍ଚାରେ ରହିଥାଏ। କିନ୍ତୁ ଏଥର ଯାହା ପ୍ରକାଶ ପାଇଛି ତାହା ଅଧିକ...

ମାର୍ଚ୍ଚ-୧ରୁ କ୍ଷୀର ଲିଟର ୧୦୦ ଟଙ୍କା

ହିସାର,୨୮।୨: କୃଷି ଆଇନ ବିରୋଧରେ ଜାରି ରହିଥିବା ଆନ୍ଦୋଳନକୁ ହରିୟାଣା ଖାପ୍‌ ପଞ୍ଚାୟତର ସମର୍ଥନ ମିଳିଛି। ମାର୍ଚ୍ଚ ୧ରୁ କ୍ଷୀର ଲିଟର ପିଛା ୧୦୦ଟଙ୍କାରେ ବିକ୍ରି...

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...

କରୋନା ଆଁରେ ରାଜଧାନୀ: ଆଉ ୨୪୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-କରୋନା ଆଁରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୭ କ୍ୱାରାଣ୍ଟାଇନରେ  ଥିବାବେଳେ ୪୧ ଲୋକାଲ କଣ୍ଟାକ୍ଟ କେସ...

କେନ୍ଦ୍ର ସରକାର ନ ଦେଲେ ବି ଆମେ ମାଗଣାରେ ଦେବୁ କରୋନା ଟିକା: କେଜରିୱାଲ

ନୂଆଦିଲ୍ଲୀ,୧୩ ।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ବୁଧବାର ଏକ ବଡ ଘୋଷଣା କରିଛନ୍ତି । କରୋନା ଭାଇରସଠାରୁ ଦୂରେଇ ରହିବାକୁ ଏବେ କରୋନା ଭ୍ୟାକ୍ସିନ...

Advertisement
Archives

Model This Week