ରାଜଧାନୀରୁ ଜବତ ହେଲା ୨ କେଜିରୁ ଅଧିକ ବ୍ରାଉନସୁଗାର

ଭୁବନେଶ୍ୱର,୬।୬(ବ୍ୟୁରୋ): ଭୁବନେଶ୍ବର ଏମ୍‌ମ୍ସ ନିକଟରୁ ସୋମବାର ୨ କେଜି ୫୮ ଗ୍ରାମ ଓଜନର ବ୍ରାଉନସୁଗାର ଜବତ ହୋଇଛି। ବେଆଇନ ଚାଲାଣ ବେଳେ ଏସଟିଏଫ୍‌ ଟିମ୍‌ ଚଢ଼ାଉ କରି ଏହି ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା ହେବ। ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ୩ ଜଣ ହେଲେ ତମାଣ୍ଡୋ ରଣସିଂହପୁରର ଭାଗୀରଥି ଭଟ୍ଟ, ବାଲିପାଟଣାର ବିଶ୍ବଜିତ ନାୟକ ଓ ଖଣ୍ଡଗିରିର ଅଞ୍ଚଳର ଚନ୍ଦନ ମଲ୍ଲୀକ । ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ୨୦୨୦ରୁ ଏବେ ସୁଦ୍ଧା ୫୪ କେଜି ବ୍ରାଉନସୁଗାର, ୨୦୨ ଗ୍ରାମ କୋକେନ, ୧୦୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ, ୭୫୦ ଗ୍ରାମ ଅଫିମ ଜବତ ହୋଇଥିବା ବେଳେ ୧୫୦ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri