ସମ୍ବଲପୁର,୨୨।୨(ବ୍ୟୁରୋ): ସମ୍ବଲପୁରରୁ ବୁଧବାର ୨ କୁଇଣ୍ଟାଲ ୧୭ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ। ଏହି ରେଡ୍ରେ ଅବକାରୀ ବିଭାଗର ୩ଟି ଟିମ୍ ସାମିଲ ଥିଲେ। ତେବେ ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୧୧ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।
ସମ୍ବଲପୁର,୨୨।୨(ବ୍ୟୁରୋ): ସମ୍ବଲପୁରରୁ ବୁଧବାର ୨ କୁଇଣ୍ଟାଲ ୧୭ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ। ଏହି ରେଡ୍ରେ ଅବକାରୀ ବିଭାଗର ୩ଟି ଟିମ୍ ସାମିଲ ଥିଲେ। ତେବେ ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୧୧ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।
ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…
ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…
ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…
ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍ରେ କମବ୍ୟାକ୍ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…
ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…
ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍ର ପ୍ରଥମ ମ୍ୟାଚ…
ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…
କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…