ପାଣି ଘେରରେ ୨୦ରୁ ଊର୍ଦ୍ଧ୍ୱ ଗାଁ 

ବାଲୁଗାଁ ,୧୮ା୭(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ଚିଲିକା ବ୍ଲକ ଅଧୀନ ୨୦ରୁ ଊର୍ଦ୍ଧ୍ୱ ଗ୍ରାମ ଜଳବନ୍ଦୀରେ ରହିଥିବା ବେଳେ ଏକାଧିକ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ବର୍ଷା ଜଳ ଘରେ ପଶିବାରୁ ଲୋକଙ୍କ ଜୀବନ ବିପନ୍ନ ହୋଇପଡ଼ିଛି। ଆଙ୍କୁଲା ପଞ୍ଚାୟତର ପାଇକକୁଶଡ଼ିହ, ରାହାଣବେଲୀ, ଡ଼ାଙ୍ଗୁଆ, କ୍ଷେତ୍ରପାଳ, ଆଙ୍କୁଲା, ବାଙ୍କିଆପଲ୍ଲୀ, ବ୍ରାହ୍ମଣ କୁଶଡ଼ିହ, ଲମ୍ବୋଧରପୁର, କୁମାଣ୍ଡଳପାଟଣା ପଞ୍ଚାୟତର କାଲୁରୀ, ସାମନ୍ତସିଂହାର ପୁର, କୁମାଣ୍ଡଳ ପାଟଣା, ହାରାପୁର ଏବଂ ସିଙ୍ଗେଶ୍ୱର ପଞ୍ଚାୟତର ଧୂଆଁଳ, କୁମ୍ଭୀରପଡ଼ା, ବିଷ୍ଣୁଡ଼ିହ ପଞ୍ଚାୟତର କୋତରୀ ଆଦି ଗ୍ରାମ ପାଣି ଘେରରେ ରହିଛି। ସାମନ୍ତସିଂହାରପୁର ଠାରୁ କାଲୁରୀ ପର୍ଯ୍ୟନ୍ତ ରାସ୍ତାରେ ତିନି ଫୁଟରୁ ଊର୍ଦ୍ଧ୍ୱ ପାଣି ପ୍ରଭାବିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣଶିକ୍ଷା ବିଭାଗ ଆଣିବ ମଧୁ ଆପ୍‌

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ମଧୁ ଆପ୍‌କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟନ କରାଯିବ। ଉତ୍କଳମଣି ମଧୁସୂଦନ...

ଗାଁ ଲୋକେ ଜଗୁଛନ୍ତି ଜଙ୍ଗଲ

ନୟାଗଡ଼ ଅଫିସ,୨।୧: ଚୋରଙ୍କ କବଳରୁ ଗ୍ରାମବାସୀ ଜବତ କରିଥିବା ଶାଗୁଆନ କାଠ ବନବିଭାଗ ନେଇ ଯିବା ପରେ ନୟାଗଡ଼ ଜିଲା ରଣପୁର ବ୍ଲକ୍‌ ଗୁଣ୍ଡୁରାବାରୀ ଗାଁରେ...

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

କୁନ୍ଦୁରା,୨୮ା୨(ଡି.ଏନ୍‌.ଏ.) – କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ,...

ସ୍ଥାଣୁ ପାଲଟିଛି ଜିଲା କ୍ରିକେଟ ସଂଘ: ପ୍ରତିଭାଙ୍କୁ ମିଳୁନି ଉପଯୁକ୍ତ ସୁଯୋଗ

ଅନୁଗୋଳ ଅଫିସ, ୮।୯ – ଅନୁଗୋଳ ଜିଲା କ୍ରିକେଟ୍‌ ସଂଘର କାର୍ଯ୍ୟକୁ ନେଇ ବଢ଼ୁଛି ଅସନ୍ତୋଷ। ବିଶେଷକରି ପୂର୍ବତନ ଖେଳାଳିମାନେ ଖୋଲାଖୋଲି ସେମାନଙ୍କ ଅସନ୍ତୋଷ ଜାହିର...

ଭୁଶୁଡ଼ିଲା ଆଉ ଏକ ଡିପ୍‌ଓ୍ବେଲ; ଦେଢ଼କୋଟି ଟଙ୍କାର ପ୍ରକଳ୍ପ ଅଚଳ

ପରଜଙ୍ଗ, ୧୯।୮(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କଡ଼ାସୋଡ଼ା ଗ୍ରାମରେ ‘ବସୁଧା’ ଯୋଜନାରେ ନିର୍ମିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଡିପ୍‌ଓ୍ବେଲ ଶନିବାର ଭୁଶୁଡ଼ି ପଡ଼ିଛି। ଗତ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି...

ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ମୃତ, ଜଣେ ଗୁରୁତର

ଗଜପତି,୧୮ା୨(ଡି.ଏନ୍‌.ଏ.): ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ମୃତ, ଜଣେ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ଗଜପତି ଜିଲା ଆର. ଉଦୟଗିରି ଥାନା ଶିଆଳିଲଟି...

ଭିଡିଓ କର୍ମଶାଳାରେ ପ୍ରଦର୍ଶିତ ହେଲା ୬୦ ବିରଳ ଚିକିତ୍ସା ପଦ୍ଧତି

ପୁରୀ ଅଫିସ,୧୨ା୯: ଇଣ୍ଡିଆନ ସୋସାଇଟି ଫର୍‌ ସର୍ଜରୀ ଅଫ୍‌ ଦି ହ୍ୟାଣ୍ଡ (ଆଇଏସ୍‌ଏସ୍‌ଏଚ୍‌)ର ୪୩ତମ ଏବଂ ଇଣ୍ଡିଆନ ସୋସାଇଟି ଅଫ୍‌ ହ୍ୟାଣ୍ଡ ଥେରାପିଷ୍ଟ (ଆଇଏସ୍‌ଏଚ୍‌ଟି)ର ୭ମ...

Advertisement
Archives

Model This Week