Posted inଜାତୀୟ

ମୋପା ବିମାନ ବନ୍ଦରରୁ ନନ ଷ୍ଟପ ଉଡିବ ୨୦୦ରୁ ଅଧିକ ବିମାନ

ପଣଜୀ,୧୧ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ବିମାନ ସେବାକୁ ଆହୁରି ମଜଭୁତ କରିବାକୁ ଯାଇ ରବିବାର ଗୋଆର ମୋପା ଅନ୍ତର୍ଜାତୀୟ ବିମାନ ବନ୍ଦରର ଉଦଘାଟନ କରିବେ । ଇଣ୍ଡିଗୋ ଓ ଗୋଫର୍ସ୍ଟ ଭଳି ଏୟାର ଲାଇନ୍ସ ପୂର୍ବରୁ ଜାନୁୟାରୀରୁ ନୂଆ ବିମାନ ବନ୍ଦରରୁ ୨୦୦ରୁ ଅଧିକ ବିମାନ ଚଳାଚଳର ଯୋଜନା କରିଥିବା ଘୋଷଣା କରି ସାରିଛନ୍ତି । ଏହି ବିମାନ ବନ୍ଦରର ଶିଳାନ୍ୟାସ ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିଁ କରିଥିଲେ । ଏହି ବିମାନ ବନ୍ଦର ନିର୍ମାଣ ପାଇଁ ଖର୍ଚ୍ଚ ହୋଇଛି ପ୍ରାୟ ୨,୮୭୦ କୋଟି ଟଙ୍କା । ଏହା ଗୋଆର ଉତ୍ତର ଭାଗରେ ରହିଛି । ନୂଆ ବିମାନ ବନ୍ଦର ଗୋଆର ରାଜଧାନୀ ପଣଜୀଠାରୁ ପ୍ରାୟ ୩୫ କିଲୋମିଟର ଦୂର । ମୋପା ଗାଁରେ ଏକ ଗ୍ରୀନ ଫିଲ୍ଡ ବିମାନ ବନ୍ଦର ସ୍ଥାପନ କରିବାକୁ ଗୋଆ ସରକାରଙ୍କୁ ମାର୍ଚ୍ଚ ୨୦୦୦ରେ ସ୍ୱୀକୃତି ପ୍ରଦାନ କରାଯାଇଥିଲା ।
ଏହି ନୂଆ ବିମାନ ବନ୍ଦର ପର୍ଯ୍ୟଟନ ଶିଳ୍ପ ପାଇଁ ସହାୟକ ହେବ । ଏହାପରେ ଗୋଆର ପୁରୁଣା ବିମାନ ବନ୍ଦରକୁ ବନ୍ଦ କରାଯିବ ନାହିଁ । ଏହା ପୂର୍ବଭଳି କାର୍ଯ୍ୟ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri