୨୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ,୧୩ା୧୧: ବାଲେଶ୍ୱର ସହରସ୍ଥିତ ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଆରାଡବଜାର ଅଞ୍ଚଳରୁ ପୋଲିସ ଦୁଇ ଯୁବକଙ୍କଠାରୁ ୨୭ ଗ୍ରାମ ବାଉନସୁଗାର ଜବତ କରିଛି। ଏନେଇ ପୋଲିସ କେସ୍‌ ନଂ ୩୬୬/୨୨ରେ ମାମଲା ରୁଜୁ କରି ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।
ପୋଲିସ ବିଶେଷ ସୂତ୍ରରୁ ଖବର ପାଇଥିଲା ଯେ, ବହୁ ପରିମାଣର ବ୍ରାଉନସୁଗାର ଆରାଡବଜାରର ମସଜିଦ ଗଳିରୁ ବସ୍ତା ଅଞ୍ଚଳକୁ ଯିବ। ତଦନୁସାରେ ପୋଲିସ ଟିମ୍‌ ଚଢ଼ାଉ କରି ସଫଳତାର ସହିତ ୨୭ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଯାହାର ମୂଲ୍ୟ ପ୍ରାୟ ୨୭ ଲକ୍ଷ ୮୦ ହଜାର ଟଙ୍କା। ଏଥିସହିତ ଗୋଟିଏ ବୁଲେଟ ଓଡି-୦୧-ଏଲ୍‌-୫୦୧୧, ଦୁଇଟି ମୋବାଇଲ ଏବଂ ୨୦ ହଜାର ଟଙ୍କା ଜବତ କରାଯାଇଛି। ମାମଲାର ଅଧିକ ତଦନ୍ତ ଚାଲିଥିବା ବିଭାଗୀୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri