୭ ମାସରେ ଦେଶ ଛାଡ଼ିଛନ୍ତି ୨ ଲକ୍ଷ ୭୦ ହଜାରରୁ ଅଧିକ ଲୋକ…

କାବୁଲ୍‌,୨୮।୭: ଆଫଗାନିସ୍ତାନରେ ତାଲିବାନ ଶାସନ ପୁଣି ଫେରିବାକୁ ଯାଉଛି। ଫଳରେ ଏବେ ଦେଶର ସାଧାରଣ ଲୋକଙ୍କ ସମ୍ଭୁଖରେ କ୍ଷୁଧା, ଅସହାୟତା, ରୋଗ ଏବଂ ମୃତ୍ୟୁର ଆତଙ୍କରେ ଲୋକେ ଆତଙ୍କିତ ହୋଇପଡ଼ିଛି। ଛୋଟପିଲା, ବୃଦ୍ଧ, ଯୁବତୀ,ଯୁବକ ମହିଳା ସଭିଏଁ କୋକୁଆ ଭୟରେ ଦିନ ବିତାଉଛନ୍ତି। ଆଫଗାନିସ୍ତାନର ଲକ୍ଷ ଲକ୍ଷ ନିରୀହ ଲୋକଙ୍କ ପାଇଁ ଏବେ ଭାଗ୍ୟ ଆଦରି ପଡ଼ିରହିଛନ୍ତି। ସରକାର ଏବଂ ତାଲିବାନ ମଧ୍ୟରେ ଚାଲିଥିବା ଗୃହଯୁଦ୍ଧରେ ସାଧାରଣ ଲୋକଙ୍କ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଲକ୍ଷ ଲକ୍ଷ ଶିଶୁଙ୍କ ଭବିଷ୍ୟତ ଏବେ ଅନ୍ଧାରରେ ରହିଛି। ଜାନୁୟାରୀରୁ ବର୍ତ୍ତମାନ ପର୍ଯ୍ୟନ୍ତ ଗତ ୭ ମାସ ମଧ୍ୟରେ ୨ ଲକ୍ଷ ୭୦ ହଜାରରୁ ଅଧିକ ଲୋକ ଜୀବନ ବଞ୍ଚାଇବା ଲାଗି ଭିଟାମାଟି ଛାଡ଼ିଛନ୍ତି। ଗତ ୨୦ ବର୍ଷ ମଧ୍ୟରେ ତେବେ ଏଭଳି ଲୋକଙ୍କ ସଂଖ୍ୟା ୩୦ ଲକ୍ଷ ୫୦ ହଜାରରୁ ଅଧିକ ଛୁଇଁଛି। ଏବେ ଦୀର୍ଘ ୨୦ ବର୍ଷ ପରେ, ଆମେରିକୀୟ ଏବଂ ନାଟୋ ସୈନ୍ୟ ଆଫଗାନିସ୍ତାନରୁ ଫେରିବା ଆରମ୍ଭ କରିଛନ୍ତି। ଏହା ତାଲିବାନ ଆତଙ୍କବାଦୀଙ୍କ ଲାଗି ନୂଆ ସୁଯୋଗ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri