ଟ୍ୟୁନିସିଆ ଉପକୂଳରେ ଓଲଟିଲା ଡଙ୍ଗା, ୨୮ରୁ ଅଧିକ ପ୍ରବାସୀଙ୍କ ମୃତ୍ୟୁ, ୬୦ରୁ ଅଧିକ ଆହତ

ଟ୍ୟୁନିସିଆ,୨୭ ।୩: ଟ୍ୟୁନିସିଆ ଉପକୂଳରେ ରବିବାର ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଅତି ବିପଜ୍ଜନକ ଭାବେ ଇଟାଲୀ ଯାଉଥିବା ପ୍ରବାସୀଙ୍କର ଏକ ଡଙ୍ଗା ଭୂମଧ୍ୟ ସାଗରେରେ ଓଲଟି ଯାଇଛି । ଏହି ଦୁର୍ଘଟଣାରେ ୨୮ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଅଧିକ ନିଖୋଜ ଅଛନ୍ତି । ଏକ ମିଡିଆ ରିପୋର୍ଟରେ କୁହାଯାଇଛି, ଇଲାବତୀ ତଟରକ୍ଷକ କହିଛନ୍ତି, ଗତ ୪୮ ଘଣ୍ଟା ମଧ୍ୟରେ ଇଟାଲୀ ଯାଉଥିବା ୫୬ ଡଙ୍ଗାକୁ ସେ ଦେଶ ବାହାରକୁ ଯିବାକୁ ଦେଇନାହାନ୍ତି ।

ମିଡିଆ ରିପୋର୍ଟ ଅନୁଯାୟ, ଅଧିକ ରେସକ୍ୟୁ ସେହି ଡଙ୍ଗାରୁ କରାଯାଇଛି ଯାହା ଟ୍ୟୁନିସିଆରୁ ଲୌମ୍ପେଦୁସା ଯାଉଥିଲା, ଯାହା ଅଫ୍ରିକାର ସବୁଠାରୁ ନିକଟତମ ଇଲାବତୀ ଦୀପ ଅଟେ । ନୂଆ ଦୁର୍ଘଟଣା ଆଫ୍ରିକାର ଟ୍ୟୁନିସିୟା ଅଧିକାରୀଙ୍କ ଦ୍ୱାରା କରାଯାଇଥିବା ଗିରଫ ମଧ୍ୟରେ ହୋଇଛି । ସିଏନଏନର ରିପୋର୍ଟ ଅନୁଯାୟୀ, ଶନିବାର ଏକ ଟ୍ୟୁନିସିୟାର ମାଛ ଧରୁଥିବା ଏକ ଡଙ୍ଗା ୧୯ ମହିଳା ଓ ୯ ନାବାଳିକାଙ୍କୁ ନେଇ ସମୁଦ୍ର ପଥରେ ଲୌମ୍ପେଦୁସା ନେଇ ଯାଉଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?