ପଦ୍ମପୁର, ୧୦।୭ (ଡି.ଏନ.ଏ.): ଭଦ୍ରକ ସଦର ବ୍ଲକର ବ୍ରହ୍ମପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସାମ୍ନାରୁ ଏସ୍ଟିଏଫ୍ (ସ୍ପେଶାଲ ଟାସ୍କଫୋର୍ସ) ଏକ ଚୋରା କୋଇଲା ବୋଝେଇ ପିକ୍ଅପ୍ ଭ୍ୟାନ୍ ଶନିବାର ଭୋର ସମୟରେ ଜବତ କରିଛି। ତିହିଡ଼ି ଥାନା ଅଞ୍ଚଳରୁ ଚୋରା କୋଇଲା ବୋଝେଇ ପିକ୍ଅପ୍ ଆସୁଥିବା ଖବରପାଇ ଏସ୍ଟିଏଫ୍ ଇଚ୍ଛାପୁର ଛକ ନିକଟରେ ଜଗି ରହିଥିଲା। ଗାଡ଼ିଟି ଦ୍ରୁତଗତିରେ ଭଦ୍ରକ-ଇଚ୍ଛାପୁର ରାସ୍ତାରେ ଆସୁଥିବା ଦେଖି ବ୍ରହ୍ମପୁର ଉଚ୍ଚ ବିଦ୍ୟାଳୟ ସାମ୍ନାରେ ଚଢ଼ାଉ କରି ଅଟକାଇଥିଲା। ଏସ୍ଟିଏଫ୍କୁ ଦେଖି ଚାଳକ ଗାଡ଼ି ଛାଡ଼ି ସ୍ଥାନୀୟ ବିଲ ଭିତରକୁ ଦୌଡ଼ି ପଳାଇଥିଲେ। ଗାଡ଼ିରେ ୩ ଟନ୍ରୁ ଊର୍ଦ୍ଧ୍ୱ କୋଇଲା ଥିଲା। ଗାଡ଼ି ମାଲିକଙ୍କ ନଁାରେ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଥିବା ସୂଚନା ମିଳିଛି।
ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା
ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...
ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…
ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...
ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍ଆଇ, ଚାକିରିରୁ ବିଦା ହେଲେ ପିଅନ
ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...
ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ...
ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍...
ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ
ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...
ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…
ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
Archives


