ବ୍ରହ୍ମଗିରିରେ ଫୁଟିଲା ୩୦ରୁ ଅଧିକ ବୋମା

ପୁରୀ ଅଫିସ,୧୯ା୩: ହୋଲି ଖେଳରୁ ଗାଁରେ ଫୁଟିଛି ୩୦ରୁ ଅଧିକ ବୋମା। ଆଜି ଏମିତି ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲା ବ୍ରହ୍ମଗିରି ଥାନା ଅଞ୍ଚଳରେ।

ହୋଲି ଖେଳ ଚାଲିଥିବା ବେଳେ ଦଣ୍ଡୁଆସିପଡ଼ା ଗାଁରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ଏହାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବୋମାମାଡ଼ ହୋଇଥିଲା। ୩୦ରୁ ଅଧିକ ବୋମା ଫୁଟିଥିବା ପଡ଼ିଥିବା ବେଳେ ଏଥିରେ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଗାଁରେ ଉତ୍ତେଜନା ଲାଗିରହିଛି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାରୁ ମହାକାଳପଡ଼ାକୁ ଆସୁଛି ବିଡିଂ ଯାଆଁଳ

ମହାକାଳପଡ଼ା,୨୦ା୫ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବହୁଳ ଭାବେ ଭାକ୍ସିନ ଦ୍ୱାରା ବିଡିଂ କରାଯାଉଥିବା କୃତ୍ରିମ ମାଛ ଯାଆଁଳ ବିକ୍ରି ହେଉଛି।...

ରାଜ୍ୟରେ ଚିହ୍ନଟ ହେଲେ ୧୪୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରାଣ୍ଟାଇନ୍‌ରୁ...

ଅଧିକ ଟେଷ୍ଟ ପାଇଁ ପରାମର୍ଶ

ଭଦ୍ରକ ଅଫିସ, ୮ା୮- ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ ତଥା ଭଦ୍ରକ ଜିଲା କୋଭିଡ୍‌ ପର୍ଯ୍ୟବେକ୍ଷକ ମଧୁସୂଦନ ପାଢ଼ୀ ଶୁକ୍ରବାର ଜିଲା ଗସ୍ତରେ...

ଜିଲାପାଳ, ପୋଲିସକୁ ରିପୋର୍ଟ ଦେଲେ ଡିସିପିଓ

ଅନୁଗୋଳ ଅଫିସ, ୭।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ଘଟିଥିବା ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ଘଟଣା ସମ୍ପର୍କରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ)...

ଚଳିତ ବର୍ଷ ୧୫ ଖଣି ନିଲାମ ହେବ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ...

ବିଧାୟକଙ୍କ କରୋନା ସମୀକ୍ଷା

ଢେଙ୍କାନାଳ ଅଫିସ, ୧୭।୪ – ଢେଙ୍କାନାଳ ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପ୍ରତିଷେଧକ ବ୍ୟବସ୍ଥା ସମ୍ପର୍କରେ ଗୁରୁବାର ବିଧାୟକ...

ଧାମନଗରରେ ଚାଲିଛି ମତଦାନ

ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ...

ଏଟିଏମ୍‌ରୁ ଝାମ୍ପିନେଇଥିଲେ ପର୍ସ: ଜଣଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳର ଏଟିଏମ୍‌ ଭିତରୁ ମହିଳାଙ୍କଠାରୁ ଭ୍ୟାନିଟି ବ୍ୟାଗ ଛଡ଼ାଇ ନେବା ଘଟଣାରେ ନୟାପଲ୍ଲୀ ପୋଲିସ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, କିଛିଦିନ...

Advertisement
Archives

Model This Week