ସିବିଏସ୍‌ଇର ୩୦% ନୁହେଁ, ଅଧିକ ପାଠ୍ୟକ୍ରମ ହ୍ରାସ ହୋଇପାରେ

ଭୁବନେଶ୍ୱର,୯।୭(ବ୍ୟୁରୋ): ସିବିଏସ୍‌ଇ ନବମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟକ୍ରମ ୩୦% ହ୍ରାସ ପ୍ରସଙ୍ଗରେ ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି, ସିବିଏସ୍‌ଇ ନିଷ୍ପତ୍ତି ଉପରେ ବିଚାର କରାଯିବ। ଅଗଷ୍ଟରେ ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ହେବ। ସ୍କୁଲ ଖୋଲିବାକୁ ଆଧାର କରି କେତେ ପ୍ରତିଶତ ପାଠ ପଢ଼ାଯିବ ନିଷ୍ପତ୍ତି ନିଆଯିବ। ଖାଲି ୩୦% ନୁହେଁ ତାଠାରୁ ଅଧିକ ପାଠ୍ୟକ୍ରମ ବି ହ୍ରାସ ହୋଇପାରେ। ସ୍କୁଲ ଖୋଲିନାହିଁ ତେଣୁ ଏ ବାବଦରେ କହିବା ଠିକ୍‌ ହେବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୦ କୁ ବୃଦ୍ଧି...

ଶୌଚ ପାଇଁ ଗ୍ରାହକ, ବ୍ୟବସାୟୀ ହଟହଟା

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣରେ ସଫଳତା ପାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ନାନା ଯୋଜନା କରାଯାଉଛି। କିନ୍ତୁ ରାଜଧାନୀବାସୀଙ୍କ ଦୈନନ୍ଦିନ ଆବଶ୍ୟକତା...

ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏ...

୨୨ ଦିନରେ ଗଲାଣି ୩୫୪ ଜୀବନ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ) :ରାଜ୍ୟରେ ହ୍ରାସ ପାଉଥିବା ଦୈନିକ ସଂକ୍ରମଣ ଆଶ୍ୱସ୍ତି ଦେଉଥିବାବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ଅଗଷ୍ଟରେ ୩୧୫ଜଣ ଓ ସେପ୍ଟେମ୍ବରରେ ୩୫୦ଜଣଙ୍କର କରୋନାରେ ମୃତ୍ୟୁ...

ଭତାରୁ ବଁଚିତ୍‌ ୧୫ ହକ୍‌ଦାର ହିତାଧିକାରୀ

କୋମନା,୨୬ା୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଲିମାଟି ଗଁାର ୧୫ରୁ ଅଧ୍‌କା ହକ୍‌ଦାର ବୁଢ଼ାବୁଢ଼ି, ଭିନ୍ନକ୍ଷମ ଭତା ପାଏବାରୁ ବଁଚିତ୍‌ ହେଇଥିବାର ଅଭିଯୋଗ...

ଓଡ଼ିଶା ଜଣେ ବାଗ୍ମୀ ମହିଳାଙ୍କୁ ହରାଇଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ସମାଜର ପୂର୍ବତନ ସମ୍ପାଦିକା ତଥା ବିଶିଷ୍ଟ ସାହିତି୍ୟକା ମନୋରମା ମହାପାତ୍ରଙ୍କର ଆଜି ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ...

ଦେଶର ୨୪ତମ ର଼୍ୟାଙ୍କ୍‌ରେ କିଟ୍‌

ଭୁବନେଶ୍ୱର,୩।୬(ବ୍ୟୁରୋ): ଦି ଟାଇମ୍ସ ହାୟର ଏଜୁକେଶନ ପକ୍ଷରୁ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୨ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶର ଶ୍ରେଷ୍ଠ...

ଆଜି ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ

ପଦ୍ମପୁର,୧୯।୨(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ଉକ୍ତ ନିର୍ବାଚନମଣ୍ଡଳୀ ଅଧୀନ ଝାରବନ୍ଧ,...

Advertisement
Archives

Model This Week