ଏମ୍ସର ୩୦୦ରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ ରହିଛନ୍ତି। ଜାନୁୟାରୀ ୧ରୁ ସୋମବାର ପର୍ଯ୍ୟନ୍ତ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ଜଣାପଡ଼ିଛି।

ଓପିଡି ବନ୍ଦ ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ୨ ଦିନ ପୂର୍ବରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରୀକାଳିନ  ସେବା ଚାଲୁ ରହିବ ବୋଲି ଡାକ୍ତରଖାନା ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି ବିଏମ୍‌ସି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି । ଅଳ୍ପ ଲକ୍ଷଣ ଥିଲେ ଭୟଭୀତ ନ ହୋଇ ଘରେ...

ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ...

୪୦୪ ସ୍କୁଲରେ ନାହିଁ ରୋଷେଇ ଘର

ଫୁଲବାଣୀ ଅଫିସ, ୧୭ା୧- ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦେବାପାଇଁ ବିଦ୍ୟାଳୟ ପରିସରରେ ରୋଷେଇ ଗୃହ ନିର୍ମାଣ ପାଇଁ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଚାଲିଛି...

ଦାୟିତ୍ୱ ଭୁଲିଛନ୍ତି ଅନୁଗୋଳ ଓ୍ବାର୍ଡ ଅଫିସର

ଅନୁଗୋଳ ଅଫିସ, ୨୯ା୯ – ଓ୍ବାର୍ଡବାସିନ୍ଦାଙ୍କ ଅଭିଯୋଗ ଶୁଣିବା ସହ ତାହାର ସମାଧାନ ପାଇଁ ଅନୁଗୋଳ ପୌରପାଳିକାର ୨୩ଟି ଓ୍ବାର୍ଡରେ ଜଣେ ଲେଖାଏ ଅଫିସର ରହିଛନ୍ତି।...

୧୫ ଦୋକାନ, ମଲ୍‌ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର, ୧୧ା୬ (ବ୍ୟୁରୋ)- ବର୍ତ୍ତମାନ ସାରା ଦେଶ ଅନ୍‌ଲକ୍‌-୧ରେ ଗତି କରୁଛି। କିନ୍ତୁ ଓଡ଼ିଶାରେ ଏବେ ବି ଲକ୍‌ଡାଉନ୍‌ ଜାରି ରହିଛି। ଅବଶ୍ୟ ରାଜ୍ୟ ସରକାର...

ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର  

ସୋନପୁର,୩।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର କରାଯାଇଛି। ପୀଡିତାଙ୍କ ବାପା ଏ ସମ୍ପର୍କରେ ବୀରମହାରାଜପୁର ଥାନାରେ ସୋମବାର...

ସତ୍କାର ପାଇଁ ନେବାବେଳେ ମହିଳାଙ୍କ ମୃତଦେହ ଜବତ

କଣ୍ଟାପଡା,୯।୧୦:(ଡି.ଏନ୍‌.ଏ.): ଗୋବିନ୍ଦପୁର ଥାନା ଅନ୍ତର୍ଗତ ପୂର୍ବପାରୀ ଧାନମଣ୍ଡଳ ଗ୍ରାମର ଜଣେ ମହିଳାଙ୍କ ମୃତଦେହକୁ ଶାଶୁଘର ଲୋକ ଶୁକ୍ରବାର ମଶାଣୀରେ ସତ୍କାର କରିବାକୁ ନେବାବେଳେ ପୋଲିସ ଜବତ...

ଭାଜପା ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର, ୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ପ୍ରଚାର ଚାଲିଥିବା ବେଳେ ସୋମବାର ପୋଲିସ ଦୁଇ ଜଣ ଯୁବକଙ୍କ ପାଖରୁ ୫୦ ଲକ୍ଷ ଟଙ୍କା ଜବତ କରିଛି।...

Advertisement
Archives

Model This Week