ଚର୍ଚ୍ଚରେ ୩,୦୦୦ରୁ ଅଧିକ ଶିଶୁଙ୍କୁ ଯୌନ ନିର୍ଯାତନା…

ପ୍ୟାରିସ୍‌,୫।୧୦: ଫ୍ରାନ୍ସ୍‌ରେ ଥିବା କ୍ୟାଥଲିକ୍‌ ଚର୍ଚ୍ଚରେ ଶିଶୁଙ୍କୁ ଯୌନ ନିର୍ଯାତନ ଦିଆଯାଉଥିବା ଏକ ରିପୋର୍ଟ ପ୍ରକାଶ ପାଇଛି। ଏଭଳି ଶିଶୁଙ୍କ ସଂଖ୍ୟା ୩,୦୦୦ରୁ ଅଧିକ ବୋଲି କୁହାଯାଉଛି। ମଙ୍ଗଳବାର ପ୍ରକାଶିତ ହୋଇଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ନିର୍ଯାତନା ଦେଇଥିବା ଲୋକଙ୍କ ମଧ୍ୟରେ ଦୁଇ ତୃତୀୟାଂଶ ଧର୍ମଯାଜକ ରହିଛନ୍ତି। ସେମାନେ ୭୦ ବର୍ଷ ଧରି ଚର୍ଚ୍ଚ ଦାୟିତ୍ୱରେ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି।

ଏକ ନିରପେକ୍ଷ କମିଶନ ଦ୍ୱାରା ଏସମ୍ପର୍କିତ ୨,୫୦୦ ପୃଷ୍ଠାର ତଥ୍ୟ ପ୍ରକାଶିତ ହୋଇଛି। ଏହା ଅତ୍ୟନ୍ତ ଦୁଃଖ ଦାୟକ ଘଟଣା ବୋଲି କମିଶନର ଅଧ୍ୟକ୍ଷ ଜିନ୍‌ ମାର୍କ ସୌଭ କହିଛନ୍ତି। ୭୫ ଜଣ ନାବାଳକଙ୍କୁ ୧୦ ବର୍ଷ ଧରି ଯୌନ ନିର୍ଯାତନା ଦିଆଯାଉଥିବା ରିପୋର୍ଟରେ ଦର୍ଶାଯାଇଛି। ଏନେଇ ବହୁ ମାମଲା ବିଚାରାଧୀନ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ବିସ୍ଫୋରଣ: ଜଣେ ପୋଲିସ ଅଧିକାରୀଙ୍କ ସମେତ ଚାଲିଗଲା ୧୦ ଜଣଙ୍କ ଜୀବନ

ଓ୍ବାଶିଂଟନ୍‌,୨୩।୩: ଆମେରିକାର କୋଲୋରୋଡର ବୋଲ୍ଡରରେ ଥିବା ଏକ ଭିଡ଼ ବହୁଳ ସୁପରମାର୍କେଟରେ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଜଣେ ପୋଲିସ କର୍ମଚାରୀଙ୍କ ସମେତ ୧୦ ଜଣଙ୍କର...

ଗୃହଯୁଦ୍ଧ ମୁହାଁ ଇରାକ୍‌, ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରବେଶ କଲେ ପ୍ରଦର୍ଶନକାରୀ…

ବାଗଦାଦ୍‌, ୩୦।୭ : ଇରାକ୍‌ ଗୃହଯୁଦ୍ଧ ମୁହାଁ ହେବାରେ ଲାଗିଛି। ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରଦର୍ଶନକାରୀ ପ୍ରବେଶ କରିଛନ୍ତି। ଶନିବାର ଏକ...

ଆପାର୍ଟମେଣ୍ଟରେ ନିଆଁ: ୬ ମୃତ, ୧୩ ଆହତ

ଲାସ୍‌ ଭେଗାସ,୨୨।୧୨: ଆମେରିକାର ଲାସ୍‌ ଭେଗାସରେ ଥିବା ଏକ ଆପାର୍ଟମେଣ୍ଟରେ ଶନିବାର ନିଆଁ ଲାଗିଯିବା ଫଳରେ ୬ ଜଣଙ୍କ ମୃତ୍ୟୁ ହେବା ସହ ୧୩ ଆହତ...

ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍‌-କାନାଡ଼ା ବେଜିଂ ଅଲିମ୍ପିକ୍ସକୁ କଲେ ବହିଷ୍କାର…

ଓ୍ବାଶିଂଟନ,୯।୧୨: ଚାଇନାରେ ୨୦୨୨ରେ ହେବାକୁଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍‌-କାନାଡ଼ା ବହିଷ୍କାର କରିଛନ୍ତି। ଏନେି ସମ୍ପୃକ୍ତ ଦେଶ ପକ୍ଷରୁ ଘୋଷଣା କରାଯାଇଛି। ଏଭଳି...

ଫିଜିରେ ତାଣ୍ଡବ ରଚିପାରେ ‘ଟିନୋ’

ସୁଭା,୧୭।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଫଜିରେ ଘୁର୍ଣ୍ଣିଝଡ଼ ‘ଟିନୋ’ କିଛିଘଣ୍ଟା ପରେ ତାଣ୍ଡବ ରଚିପାରେ ବୋଲି କୁହାଯାଉଛି। ଏଥିପାଇଁ ରିଲିଫ୍‌ ଶିବିର ସବୁ ଖୋଲି...

୪୬୫ ବର୍ଷ ପୂର୍ବରୁ ନୋତ୍ରାଦମସ କରିଥିଲେ କରୋନାଭାଇରସର ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୧।୨: କରୋନାଭାଇରସ ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢାଇ ଦେଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନାଭାଇରସର ସଂକ୍ରମଣ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର...

ମଙ୍ଗଳ ଗ୍ରହରୁ ଶୁଖିବାରେ ଲାଗିଛି ଜଳୀୟ ଅଂଶ

ଓ୍ବାଶିଂଟନ, ୧୧।୧: ମଙ୍ଗଳରେ ଜୀବନ ଥିବା ନେଇ ମହାକାଶ ବିଜ୍ଞାନୀମାନେ ଦାବି କରିଥିବାବେଳେ ଏବେ ଜଣାପଡ଼ିଛି ଯେ ଧୀରେଧୀରେ ଏଠାରେ ଥିବା ଜଳୀୟ ଅଂଶ ଶୁଖିବାରେ...

‘ହାପିନେସ୍‌ କ୍ଲାସ’ର ଅନୁଭବ ଶେୟାର କଲେ ମେଲାନିଆ

ଓ୍ବାଶିଂଟନ,୨୮।୨: ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଦିଲ୍ଲୀରେ କଟାଇଥିବା କିଛି ସମୟକୁ ମନେ ପକାଇଛନ୍ତି। ଆମେରିକା ଫେରିବା ପରେ ସେ ତାଙ୍କ ଅଫିସିଆଲ ଟୁଇଟରରେ...

Advertisement
Archives

Model This Week