୩ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୩୪୫୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୨ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୫୫ ହଜାର ୭୭୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୧୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୫୨, ବାଲେଶ୍ୱରରୁ ୧୦୫, ବରଗଡ଼ରୁ ୮୨, ଭଦ୍ରକରୁ ୫୨, ବଲାଙ୍ଗୀରରୁ ୧୦୩, ବୌଦ୍ଧରୁ ୫୩, କଟକରୁ ୨୦୨, ଦେବଗଡ଼ରୁ ୭୧, ଢେଙ୍କାନାଳରୁ ୩୫, ଗଜପତିରୁ ୭୩, ଗଞ୍ଜାମରୁ ୬୪, ଜଗତ୍‌ସିଂହପୁରରୁ ୬୪, ଯାଜପୁରରୁ ୭୩, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡିରୁ ୬୩, କନ୍ଧମାଳରୁ ୪୪, କେନ୍ଦ୍ରାପଡ଼ାରୁ ୬୦, କେନ୍ଦୁଝରରୁ ୩୯, କୋରାପୁଟରୁ ୫୩ , ମାଲକାନଗିରିରୁ ୧୬ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୮୦, ନବରଙ୍ଗପୁରରୁ ୯୯, ନୟାଗଡ଼ରୁ ୧୨୫, ନୂଆପଡ଼ାରୁ ୧୮୧, ପୁରୀରୁ ୭୨, ରାୟଗଡ଼ାରୁ ୩୬ ,ସମ୍ବଲପୁରରୁ ୧୩୧ ସୁବର୍ଣ୍ଣପୁରରୁ ୨୧ , ସୁନ୍ଦରଗଡ଼ରୁ ୨୮୭ ଥିବାବେଳେ ଷ୍ଟେଟ ପୁଲ୍‌ରୁ୧୪୫ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri