Posted inରାଜ୍ୟ

ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା, ଅଂଶୁଘାତରେ ୪୦ରୁ ଉର୍ଦ୍ଧ ମୃତ!

ଭୁବନେଶ୍ୱର, ୩୧।୫: ରାଜ୍ୟରେ ପ୍ରବଳ ହିଟ୍‌ଓ୍ବେଭ୍‌ ସାଙ୍ଗକୁ ଗୁଳୁଗୁଳି ପ୍ରଭାବରେ ଜନଜୀବନ ଅସ୍ତଵ୍ୟସ୍ଥ ହୋଇପଡିଛି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ଆକଷରୁ ନିଆଁ ଝୁଲ ଖସିଲା ଭଳି ଅନୁଭୂତ ହେଉଛି। ଗୁରୁବାର ଝାରସୁଗୁଡ଼ାରେ ତାପମାତ୍ରା ୪୭ ଡ଼ିଗ୍ରୀ ପାର କରିଥିଲା ବେଳେ ଅଶୁଘାତରେ ବଡ ସଂଖ୍ୟାରେ ଲୋକେ ମୃତ୍ୟୁ ବାରଣ କରିଛନ୍ତି।

ରିପୋର୍ଟ ଅନୁଯାୟୀ ପ୍ରାୟ ୪୧ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ଜଣାପଡ଼ିଛି। ସେଥିମଧ୍ୟରେ କେବନ କେବଳ ସୁନ୍ଦରଗଡ଼ ଜିଲାରେ ଗୋଟି ଗୋଟିଏ ଦିନରେ ଅତିକମ୍‌ରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗୁରୁବାର ରାତି ୧୦ଟା ସୁଦ୍ଧା ରାଉରକେଲା ସରକାରୀ ଡାକ୍ତରଖାନା (ଆର୍‌ଜିଏଚ୍) ରେ ୧୨ଜଣ, ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ୪ ଓ ବନ୍ଧମୁଣ୍ଡା ରେଳବାଇ ହସ୍‌ପିଟାଲ୍‌ରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସେହିପରି ସମ୍ବଲପୁରରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ହୋଇଥିବା ବେଳେ ବଲାଙ୍ଗୀରେ ୬, ଝାରସୁଗୁଡାରେ ୭ ଏବଂ ଅନ୍ୟ ସ୍ଥାନରେ ତିନି ଜଣ ପ୍ରାଣ ହରାଇଛନ୍ତି। ଏହି ସମସ୍ତଙ୍କର ଅଂଶୁଘାତ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri