ସିନ୍ଧରେ ଗାଁରେ ଆକ୍ରମଣ କଲେ ୪ ଶହରୁ ଅଧିକ ଆକ୍ରମଣକାରୀ, ମହିଳା-ଶିଶୁଙ୍କୁ ଅପହରଣ…

ଇସଲାମାବାଦ,୨୩।୭ : ପାକିସ୍ତାନରେ ଶହ ଶହ ଆକ୍ରମଣକାରୀ ସିନ୍ଧରେ ଗାଁ ଉପରେ ଆକ୍ରମଣ କରି ମହିଳା ଓ ଶିଶୁମାନଙ୍କୁ ଅପହରଣ କରିଛନ୍ତି। ଦୁଇ ଯୁବକଙ୍କର ମୃତ୍ୟୁ ଘଟଛି। ପାକିସ୍ତାନର ସିନ୍ଧ ପ୍ରଦେଶର ସୁକ୍କୁର ଗ୍ରାମରେ ଶହ ଶହ ସଶସ୍ତ୍ର ଲୋକ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ମହିଳା ଏବଂ ଜଣେ ଶିଶୁଙ୍କୁ ଅପହରଣ କରି ନେଇଥିଲେ।

ପାକିସ୍ତାନରେ ଅବସ୍ଥିତ ଆଖାବର ଏକ୍ସପ୍ରେସ ଟ୍ରିବ୍ୟୁନ କହିଛନ୍ତି ଆକ୍ରମଣକାରୀମାନେ ଆଧୁନିକ ଅସ୍ତ୍ରରେ ସଜ୍ଜିତ ଥିଲେ। ସେମାନେ ମୋଟରସାଇକେଲ ଯୋଗେ ସାଙ୍ଗି ପୋଲିସ ଷ୍ଟେଶନ ନିକଟ ଦେଇ ଯାଇ ଗାଁ ଆଡକୁ ଯାଉଥିଲେ।
ଏହି ଆକ୍ରମଣ ପରେ ପୋଲିସ ଅପହରଣ ହୋଇଥିବା ମହିଳା ଓ ବାଳିକାକୁ ସଫଳତାର ସହ ଉଦ୍ଧାର କରିଥିବା ଦାବି କରି ସିନ୍ଦୂର ନଦୀ କୂଳରେ ଥିବା କାଚା ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ପ୍ରକାଶ ଥାଉକି, ଅପରେଶନ ସମୟରେ କୌଣସି ଗିରଫଦାରୀ ହୋଇନାହିଁ, ଯାହା ଆଇନ ଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଛି।

ସେମାନଙ୍କୁ ସୁରକ୍ଷା ଦେବାରେ ପୋଲିସର ଅକ୍ଷମତାକୁ ନେଇ ଗ୍ରାମବାସୀ ନିରାଶ ହୋଇଛନ୍ତି। ଗ୍ରାମବାସୀ କହିଛନ୍ତି ପ୍ରାୟ ୪୦୦ ସଶସ୍ତ୍ର ବ୍ୟକ୍ତି ଚାରିଟି ପୋଲିସ ଷ୍ଟେଶନ ଏବଂ ଅନେକ ସୁରକ୍ଷା ଯାଞ୍ଚ ପଏଣ୍ଟ ଦେଇ ଯାଇଥିବାର ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri