ଯୁଦ୍ଧକୁ ବିରୋଧ କରି ୪୩୦୦ ଅଟକ

ମସ୍କୋ,୭ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ୧୨ ଦିନରେ ପହଞ୍ଚିଲାଣି । ଏବେ ରୁଷିଆ ପକ୍ଷରୁ ୟୁକ୍ରେନର ବିଭିନ୍ନ ସହରରେ ଅତ୍ୟଧିକ ମାତ୍ରାରେ ଆକ୍ରମଣ କରାଯାଉଛି । ହେଲେ ଯୁଦ୍ଧ ନୁହେଁ ଆମେ ଶାନ୍ତି ଚାହୁଁ ବୋଲି କେତେଜଣ ରୁଷିଆବାସୀ କହିଛନ୍ତି । ଯୁଦ୍ଧକୁ ବିରୋଧ କରି ଏମୋନେ ରୁଷିଆରେ ପ୍ରଦର୍ଶନ ବି କରିଛନ୍ତି । ଗଣମାଧ୍ୟମର ସୂଚନା ଅନୁଯାୟୀ, ରୁଷିଆ-ୟୁକ୍ରେନ ଯୁଦ୍ଧକୁ ବିରୋଧ କରୁଥିବା ପ୍ରଦର୍ଶନକାରୀଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୪୩୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଅଟକ ରଖ।।ଇଛି । ଅନ୍ୟପଟେ ଏହି ଯୁଦ୍ଧରେ ଉଭୟ ଦେଶର ହଜାର ହଜାର ସେନା ପ୍ରାଣ ହରାଇବା ସହ ଶହ ଶହ ୟୁକ୍ରେନ ନାଗରିକଙ୍କର ମୃତ୍ୟୁ ହେଲାଣି ଓ ଉଭୟ ଦେଶର ବହୁ ଧନ କ୍ଷତି ହେଲାଣି । ଏପଟେ ଯୁଦ୍ଧ ବନ୍ଦ କରିବାକୁ ନେଇ କୌଣସି ସମାଧାନ ଏପର୍ଯ୍ୟନ୍ତ ବାହାରି ପାରୁ ନାହିଁ । ତେଣୁ ଏହାର ପ୍ରଭାବ ଏବେ ଧିରେ ଧିରେ ସାରା ବିଶ୍ୱରେ ପଡିବାକୁ ଆରମ୍ଭ କଲାଣି । ବିଶ୍ୱଅର୍ଥନୀତି ଦୋହଲିବାକୁ ଯାଉଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସାଧାରଣ ଖାଉଟିଙ୍କ ଚିନ୍ତା ବଢାଇଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ...

ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍‌

କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି...

ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri