ଶରଣାର୍ଥୀ ହେଲେଣି ୪୪ ଲକ୍ଷରୁ ଅଧିକ ୟୁକ୍ରେନ୍‌ ନାଗରିକ, ଜାତିସଂଘ ରିପୋର୍ଟ…

ଜେନେଭା, ୯।୪ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଇତିମଧ୍ୟରେ ୪୪ ଲକ୍ଷରୁ ଅଧିକ ୟୁକ୍ରେନ୍‌ ନାଗରିକ ପଡ଼ୋଶୀ ଦେଶରେ ଶରଣାର୍ଥୀ ସାଜିଛନ୍ତି। ଏନେଇ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଜାତିସଂଘ ଶରଣାର୍ଥୀ ଏଜେନ୍ସି ପକ୍ଷରୁ ଏସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି।

ମୋଟ ୪,୪୪୧,୬୬୩ ଲୋକ ଭିଟାମାଟି ଛାଡ଼ି ଅନ୍ୟ ଦେଶରେ ଆଶ୍ରୟ ନେଇଛନ୍ତି। ଯୁଦ୍ଧ ସଙ୍କଟ ଯୋଗୁ ୨ ଲକ୍ଷ ୧୦ ହଜାରରୁ ଅଧିକ ଅଣ-ୟୁକ୍ରେନ୍‌ ନାଗରିକ ମଧ୍ୟ ଦେଶ ଛାଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମଘାତୀ ବିସ୍ଫୋରଣକାରୀଙ୍କ କଟାମୁଣ୍ଡ ମିଳିଲା

ଇସଲାମାବାଦ,୩୧।୧: ପାକିସ୍ତାନର ପେଶାଓ୍ବରର ଏକ ମସଜିଦ୍‌ ଉପରେ ଆତ୍ମଘାତୀ ଆକ୍ରମଣର ଦ୍ୱିତୀୟ ଦିନରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରିଲିଫ ଏବଂ ଉଦ୍ଧାରକାରୀ ଦଳ ବୋମା...

ଇସ୍‌ଲାମାବାଦରେ ନିର୍ମାଣ ହେବ ପ୍ରଥମ ହିନ୍ଦୁ ମନ୍ଦିର: ଇମ୍ରାନ ସରକାର ଦେବେ ୧୦କୋଟି ଟଙ୍କା

ଇସ୍‌ଲାମାବାଦ,୨୪।୬: ପାକିସ୍ତାନର ଇସ୍‌ଲାମାବାଦରେ ପ୍ରଥମ ଥର ହିନ୍ଦୁ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ପ୍ରାୟ ୧୦କୋଟି ଟଙ୍କାରେ ତିଆରି ହେବାକୁ ଥିବା କୃଷ୍ଣଙ୍କ ମନ୍ଦିରର ନିର୍ମାଣ...

ଛୋଟ ଦେଶଙ୍କୁ ଆର୍ଥିକ ଋଣର ଲୋଭ ଦେଖାଇ ରାଜନୈତିକ ଯୁଦ୍ଧ କରୁଛି ଚାଇନା: ମାଇକ୍ରୋନେସିଆର ରାଷ୍ଟ୍ରପତି…

ଓ୍ବିଲିଂଟନ,୧୩।୩ : ମାଇକ୍ରୋନେସିଆର ରାଷ୍ଟ୍ରପତି ଅନ୍ୟ ଜାତୀୟ ନେତାମାନଙ୍କୁ ଲେଖିଥିବା ଚିଠିରେ ଚାଇନା ରାଜନୈତିକ ଯୁଦ୍ଧ କରିଥିବା ଅଭିଯୋଗ କରିଛନ୍ତି। ସେ ୫ କୋଟି ଡଲାର...

ଖାଦ୍ୟ ସଙ୍କଟ ମୁହାଁ ପୃଥିବୀ: ଦାରିଦ୍ର୍ୟ ତାଲିକାରେ ଯୋଡ଼ି ହେବେ ୪ କୋଟି ୯୦ ଲକ୍ଷ ଲୋକେ

ଜେନେଭା, ୧୦।୬: ପୃଥିବୀରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ବହୁ ଦେଶରେ ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଅବସ୍ଥା ସଙ୍କଟ ସୃଷ୍ଟି କରିଛି। ଏହାର ପ୍ରଭାବରେ...

ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି କରୋନା ସଂକ୍ରମିତ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର

କେପଟାଉନ,୧୩ ।୧୨: ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି ।...

କ୍ୱିଭ୍‌ ଦଖଲ ଯୋଜନା କରୁଛି ରୁଷିଆ, ଚେଚେନ୍ୟା ରିପୋର୍ଟ…

ଗ୍ରୋଜନୀ, ୧୧।୪ : ରୁଷିଆ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪୬ ଦିନ ବିତିଛି। ରୁଷୀୟ ସେନା ଦିନକୁ ଦିନ ଅଧିକ ଆକ୍ରମଣାତ୍ମକ ହୋଇପଡୁଥିବାବେଳେ ୟୁକ୍ରେନ ରାଷ୍ଟ୍ରପତି...

ହଂକଂରେ କରୋନା ଅଣାୟତ୍ତ, ପୁଣି ଲକ୍‌ଡାଉନ୍‌ ଆଶଙ୍କା, ମୃତଦେହ ରଖିବାକୁ ସ୍ଥାନର ଅଭାବ…

ହଂକଂ,୧।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ସଙ୍କଟ ସୃଷ୍ଟି କରିଛି। ମୃତ ଦେହଗୁଡ଼ିକୁ...

ଗୁଜରାଟ, ପଞ୍ଜାବ ଯାଅନାହିଁ

ଅଟ୍ଟାଓ୍ବା, ୨୯ା୯: ଭାରତ ଯାତ୍ରାକୁ ନେଇ କାନାଡା ଏକ ଅଜବ ଆଡଭାଇଜରି ଜାରି କରିଛି। ପାକିସ୍ତାନ ସୀମା ସଂଲଗ୍ନ ଭାରତୀୟ ରାଜ୍ୟଗୁଡ଼ିକୁ ନ ଯିବା ପାଇଁ...

Advertisement
Archives

Model This Week