୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜର୍ଦ୍ଦା ଜବତ, ଜଣେ ଅଟକ

ଭଦ୍ରକ ଅଫିସ, ୨୦।୨: ଭଦ୍ରକ ପୁରୁଣାବଜାର ଥାନା ଅଧୀନ କାଜିସାହିରେ ପୋଲିସ ସୋମବାର ଚଢ଼ାଉ କରି ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ଜର୍ଦ୍ଦା ଓ ତିଆରି ସାମଗ୍ରୀ ଜବତ କରିଛି। ଉକ୍ତ ଗ୍ରାମରେ ଦୁଇଜଣ ବ୍ୟକ୍ତି ବେଆଇନ ଭାବେ ନକଲି ଜର୍ଦ୍ଦା ତିଆରି ପାଇଁ ଆବଶ୍ୟକ ସାମଗ୍ରୀ ରଖିଥିବା ପୁରୁଣାବଜାର ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ସେଠାରୁ ଗୋଟିଏ ପିକ୍‌ଅପ୍‌ ଭ୍ୟାନ୍‌ ମଧ୍ୟ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନରୁ ଶଟ୍‌ଡାଉନ ସ୍ଥିତି ଆଣନ୍ତୁ ନାହିଁ

ଫୁଲବାଣୀ ଅଫିସ, ୬ା୪- ସମଗ୍ର ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ଏବେ ବଢ଼ି ଚାଲିଛି। କନ୍ଧମାଳ ଜିଲାବାସୀଙ୍କୁ ଏଥିରୁ ସୁରକ୍ଷା ଦେବାକୁ ଜିଲା ପ୍ରଶାସନ, ପୋଲିସ୍‌...

ସମୀକ୍ଷା ହେଲେ ରଜ କୁଇନ୍‌

ତିହିଡ଼ି, ୧୫।୬ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ଚଉଁରୀ ଗଁ।ରେ ଶୁକ୍ରବାର ରଜବତୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ...

୨ଶହ ଅସହାୟଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲା ଡାକ ବିଭାଗ

ଭବାନୀପାଟଣା,୮।୪(ସ୍ବ.ପ୍ର.)- କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଗତ ୨୪ ତାରିଖଠୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅନେକ ଗରିବ ଅସହାୟ ଲୋକଙ୍କ...

୧୭ଶହ କିମି ସାଇକେଲ ଚଳାଇ ଘରକୁ ଫେରିଲେ ୮ଶ୍ରମିକ

ସୋହେଲା,୧୦ା୫(ଡି.ଏନ.ଏ.): ପେଟପାଟଣା ପାଇଁ ନିଜ ଭଟାମାଟି ଛାଡି ଗୁଜରାଟର ସୁରଟ ଯାଇଥିଲେ। ହେଲେ ଲକ୍‌ଡାଉନ ପରେ କର୍ମସଂସ୍ଥାନ ହରାଇ ହାହୁତାଶ ମଧ୍ୟରେ ଦିନ କାଟୁଥିବା ୮ପ୍ରବାସୀ...

୪୨ ବର୍ଷରେ ବଇଣ୍ଡା ଚନ୍ଦନଯାତ୍ରା

( ପରିକ୍ଷିତ ସାହୁ ) ବଇଣ୍ଡା,୨୩।୫: ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ବଇଣ୍ଡା ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାରଠାରୁ ଏହି ଯାତ୍ରା ଆରମ୍ଭ...

ନୟାଗଡ଼ ଗୋଛା ଗ୍ରାମରେ ନଗଡ଼ା ପ୍ରତିଛବି

ନୟାଗଡ଼ ଅଫିସ,୩୦।୫-ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କଜଳାଇପଲ୍ଲୀ ପଞ୍ଚାୟତ ଗୋଛା ଗ୍ରାମରେ ଯାଜପୁର ଜିଲା ନଗଡା ଗ୍ରାମ ପ୍ରତିଛବି ଦେଖିବାକୁ ମିଳିଛି। ଏଠାକାର ଲୋକେ ପୁଷ୍ଟିହୀନତାର...

ହାତୀ ଆକ୍ରମଣରେ ଯୁବକ ମୃତ

ରାସୋଳ, ୧୨ା୪(ଡି.ଏନ.ଏ.)- ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଖଲିବୁରେଇ ସେକ୍ସନ ଗୋବିନ୍ଦପୁର ଗ୍ରାମର ପଙ୍କଜ ସାମଲଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି । ଭୋରରୁ...

ନଦୀବନ୍ଧ ନିର୍ମାଣ ପାଇଁ ୧୮.୭ କୋଟି ମଞ୍ଜୁର

ଯାଜପୁର ଅଫିସ,୨୬ା୧୨:ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ, ବୁଢ଼ା, ଖରସ୍ରୋତା, ବିରୂପା, କାଣୀ ଆଦି ନଦୀର ବନ୍ୟା ଜଳ ତଟାଞ୍ଚଳବାସୀଙ୍କ ପାଇଁ କାଳ ହୋଇଛି।...

Advertisement
Archives

Model This Week