ଶ୍ରୀକ୍ଷେତ୍ରରେ ୫ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ

ପୁରୀ ଅଫସି,୧୬।୯: ଶ୍ରୀକ୍ଷେତ୍ରରେ ଧଳାଜହର କାରବାର ବଢ଼ିବାରେ ଲାଗିଛି। ଶୁକ୍ରବାର ପୁରୀ ବଳିଆ ପଣ୍ଡା ଥାନା ପୋଲିସ ୩ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୫ ଲକ୍ଷ ୭୫ ହଜାର ହଜାର ଟଙ୍କାର ବ୍ରାଉନସୁଗାର ଜବତ କରିଛି।
ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଚଢ଼େଇ ପଲ୍ଲୀ ଗ୍ରାମର ରାମକୃଷ୍ଣ ଲେଙ୍କା, ସରପଲ୍ଲୀ ଗ୍ରାମର ମିଲନ ବେହେରା ଓ ପୁରୀ ସଦର ନୂଆପାଟଣା ଗ୍ରାମର ମଦନ ମୋହନ ବରାଳ । ପୋଲିସ ତାଙ୍କଠାରୁ ୫୭.୫ ଗ୍ରାମ ବ୍ରାଉନ ସୁଗାର ସହ ୧ ହଜାର ଟଙ୍କା ଜବତ କରିଛି । ଅଭିଯୁକ୍ତମାନେ ବାଇକ ଯୋଗେ ନୂଆ ବାଇପାସ ରୋଡରେ ଯାଉଥିବା ବେଳେ ପୋଲିସ ସେମାନଙ୍କ ଧରିଥିଲା। ଅନ୍ୟପକ୍ଷେ ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ ଅଫିସ,୨୫।୪: ବୈଶାଖ ମାସ କୃଷ୍ଣପକ୍ଷ ଦଶମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିର ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଏହି...

ଜୁନ୍‌ରେ ବଢ଼ିଲା, ଜୁଲାଇରେ କମିଲା

ସମ୍ବଲପୁର, ୪। ୮(ବ୍ୟୁରୋ) ମୌସୁମୀ ବର୍ଷା ଠିକ୍‌ ସମୟରେ ଆସିଥିଲେ ମଧ୍ୟ ଧୋକା ଦେଇଛି। ଓଡ଼ିଶାର ବିଭିନ୍ନ ଜିଲାରେ ଅଦ୍ୟାବଧି ବର୍ଷା ପରିମାଣ ସ୍ବାଭାବିକ ହୋଇନାହିଁ।...

ପୋଲିସବାବୁଙ୍କ ଚୌକିରେ ପରିସ୍ରା

ଛେଣ୍ଡିପଦା,୨୩।୧୨(ସ୍ବ.ପ୍ର.) ତହସିଲ ପ୍ରଶାସନ ଅଭିଯୋଗ ନ ରଖିବାରୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ଫାଣ୍ଡିରେ ପଶି ଉନ୍ମତ୍ତକାଣ୍ଡ ଭିଆଇଛନ୍ତି ଖମାର ଗଁାର ଭାସ୍କର...

ଅଖିଳ ଭାରତୀୟ ମଜଦୁର ସଭା ପକ୍ଷରୁ ଗଣ ବିକ୍ଷୋଭ: ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମୁନିଗୁଡା,୨।୧୨(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡାଠାରେ ଅଖିଳ ଭାରତୀୟ ମଜଦୁର ସଭା ପକ୍ଷରୁ ସୋମବାର ଗଣ ବିକ୍ଷୋଭ କରାଯାଇ ୯ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଅଖିଳ...

ମାଟୋଆ ନିର୍ବାଚନ: ନାମାଙ୍କନପତ୍ର ଦାଖଲ ଶେଷ

ଯୋଡ଼ା, ୧।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ମାଇନିଂ ଏରିଆ ଟ୍ରକ ଓନର ଆସୋସିଏଶନ(ମାଟୋଆ)ର ଆଗାମୀ ନିର୍ବାଚନ ନିମନ୍ତେ ଶୁକ୍ରବାର ଶେଷ ପଯର୍ର୍‌ୟାୟରେ...

ନିଶ୍ଚିହ୍ନ ହୋଇଗଲା ୬୨ବର୍ଷ ତଳର ଫରେଷ୍ଟ ଚେକ ଗେଟ୍‌

ଖଇରା,୧୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀଠାରେ ଥିବା ୬୨ବର୍ଷ ତଳର ଫରେଷ୍ଟ ଚେକ ଗେଟକୁ ଉଠାଇ ଦିଆଯାଇଛି। ଏଥିଯୋଗୁଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ...

ସେବା ସମବାୟ ସମିତିରେ ଉଡ଼ିଲାନି ତ୍ରିରଙ୍ଗା, ଭୁଲିଗଲେ କର୍ମଚାରୀ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ସ୍ବାଧୀନତା ଦିବସ ପାଳନ ନେଇ ସରକାର ହର୍‌ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ଆହ୍ବାନ ଦେଇଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା...

ଗଦଗଦିରେ ଯୁଦ୍ଧବିମାନ

ପାଟଣା,୧୪ ।୮(ସ୍ବ. ପ୍ର.): ଏକାଧିକ ଯୁଦ୍ଧ ଅପରେଶନରେ ସାମିଲ ଥିବା ଭାରତୀୟ ବାୟୁସେନାର ଏକ ସେବାନିବୃତ୍ତ ବିମାନ ମିଗ୍‌-୨୩ ୟୁବିକୁ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ...

Advertisement
Archives

Model This Week