ଫସିଛନ୍ତି ୫ ହଜାର ଲୋକ

କୁଆଲାଲମ୍ପୁର/ମାନିଲା, ୨୧ା୧୨: ମାଲେସିଆରେ ଶୁକ୍ରବାରଠାରୁ ବର୍ଷା ଲାଗି ରହିଥିବାରୁ ସେଠାରେ ସୃଷ୍ଟି ହୋଇଛି ଭୟଙ୍କର ବନ୍ୟା ପରିସ୍ଥିତି। ବର୍ତ୍ତମାନ ସୁଦ୍ଧା ବନ୍ୟା କାରଣରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ସ୍ଥାନରେ ଭୂସ୍ଖଳନ ଯୋଗୁ ରାସ୍ତାଘାଟ କ୍ଷତିଗ୍ରସ୍ତ ହୋଇଛି। ପ୍ରାୟ ୧୫ ରାଜପଥ ପାଣିରେ ସମ୍ପୂର୍ଣ୍ଣ ବୁଡ଼ି ରହିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏଥିଯୋଗୁ ଅନେକ ରାସ୍ତାରେ ୫ ହଜାରରୁ ଅଧିକ ଲୋକ ଫସି ରହିଛନ୍ତି। ଫଳରେ ଲୋକଙ୍କୁ ଜରୁରୀ ସେବା ଯୋଗାଇ ଦିଆଯାଇ ପାରୁନାହିଁ।

୧୬ ରାଜ୍ୟରୁ ୮ଟିରେ ଜରୁରିକାଳୀନ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ୫୦ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ରାଜଧାନୀ କୁଆଲାଲମ୍ପୁରକୁ ଲାଗିଥିବା ସେଲାଙ୍ଗୋର ସବୁଠୁ ଅଧିକ ପ୍ରଭାବିତ ହୋଇଛି। ପୋଲିସ, ସେନା ଏବଂ ଅଗ୍ନିଶମ ବିଭାଗ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ମାଲେସିଆରେ ଗତ ଦଶନ୍ଧି ମଧ୍ୟରେ ଡିସେମ୍ବରରେ ଏହା ସବୁଠାରୁ ଭୟଙ୍କର ବନ୍ୟା ବିପର୍ଯ୍ୟୟ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri