ଶଙ୍ଖ ଧରିଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ, ପାରଳାଖେମୁଣ୍ଡି ବିଧାୟକଙ୍କ…

ପାରଳାଖେମୁଣ୍ଡି,୧୭।୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା କାଶୀନଗର ବ୍ଲକ ଶିଆଳି ପଞ୍ଚାୟତ କରଣୀବଦ୍ରା, ଓ ଖାଣ୍ଡବା ପଞ୍ଚାୟତ ପୂର୍ତୀଗୁଡ଼ା ଗ୍ରାମର  କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ ନେତା କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ଭାବମୂର୍ତ୍ତୀ ଏବଂ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ରାଜନୀତି ଉପରେ ଭରସା ରଖିଥିବା ସେ କହିଛନ୍ତି।
ସେମାନେ କହିଛନ୍ତି ଯେ, ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀରେ କଂଗ୍ରେସ ଦଳରେ ଚାଲିଥିବା ବିଶୃଙ୍ଖଳା ଓ ନେତାଙ୍କ ଛକାପଞ୍ଝା ରାଜନୀତିରେ ଅତିଷ୍ଠ ହୋଇପଡ଼ିଥିଲେ। ପାରଳାଖେମୁଣ୍ଡି ବିଧାୟକଙ୍କ ଉପରେ ଆସ୍ଥା ଭାଜନ କରି ସେମାନେ ସାମୁହିକ ଭାବେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି।

ଆଗାମୀ ପଞ୍ଚାୟତ ଏବଂ ପୌର ନିର୍ବାଚନରେ ସକ୍ରିୟ ଭାବେ ନିଜର ଦାୟିତ୍ୱ ତୁଲାଇବେ ବୋଲି କର୍ମୀମାନେ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ବିଧାୟକ ମଧ୍ୟ ସବୁ ସମୟରେ କଂଗ୍ରେସରୁ ଆସି ବିଜେଡିରେ ସାମିଲ ହୋଇଥିବା ନେତା ଓ କର୍ମୀଙ୍କ ପାଇଁ ସହଯୋଗ ରହିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri