ବିଜେଡିରେ ଯୋଗଦେଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ

ରାଜନଗର,୮।୧୨: କେନ୍ଦ୍ରପଡା ଜିଲା ରାଜନଗର ବ୍ଲକ କେରେଡାଗଡ ପଞ୍ଚାୟତର ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସକର୍ମୀ ବିଜେଡିରେ ଯୋଗଦେଇଛନ୍ତି। ରବିବାର ସନ୍ଧ୍ୟାରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ରାଜନଗର ବିଧାୟକ ଧ୍ରୁବସାହୁଙ୍କ ଉପସ୍ଥିତିରେ କଂଗ୍ରେସର କେରେଡାଗଡ ପଞ୍ଚାୟତର ୨ ନଂ. ୱାର୍ଡସଭ୍ୟ ଅନିରୁଦ୍ଧ ରଣା, ୩ ନଂ. ୱାର୍ଡସଭ୍ୟ କଳ୍ପତରୁ ପ୍ରଧାନ, ପୀତବାସ ପ୍ରଧାନ, ସୌଦାଗର ପ୍ରଧାନ, ଗିରିଧାରୀ ପାତ୍ର, କେଦାର ପ୍ରଧାନ, କୈଳାସ ଜେନା, ରମେଶ ନାୟକ, ଟୁକୁନା ପ୍ରଧାନ, ନବ କିଶୋର ନାୟକ, ନିତ୍ୟାନନ୍ଦ ଜେନା, ସହଦେବ ବାରିକ, ଜଗନ୍ନାଥ ସେଠୀ, ନୃସିଂହ ନାୟକ, ବଳରାମ ମାହାରି, ଅମୂଲ୍ୟ ବାରିକ, ଜଗଦେବ ବାରିକ, ବୀରେନ୍ଦ୍ର ମାଝି, ଶରତ ପାତ୍ର, ଅଂଶୁମାନ ନାୟକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ ବିଜୁ ଜନତା ଦଳରେ ସାମିଲହୋଇଛନ୍ତି। ନବୀନ ସରକାରଙ୍କ ବିକାଶ ଓ ରାଜନଗରବିଧାୟକଙ୍କ ଉନ୍ନତିମୂଳକ କାମରେ ଆକୃଷ୍ଟ ହୋଇ ସେମାନେ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଥିବା କହିଛନ୍ତି। ଏହି ମିଶ୍ରଣ ପର୍ବର ବ୍ଲକ ବିଜେଡି ଉପସଭାପତି ନିରଞ୍ଜନ ରାଉତ, ବିଜେଡି ନେତା ଅରୁଣ କୁମାର ସାହୁ, ମନମୋହନ ବେହେରା, କଳ୍ପତରୁ ସାମଲ, ସର୍ବେଶ୍ୱର ନାୟକ, ଦୟାନିଧି ସ୍ବାଇଁ ଓ କେରେଡାଗଡ ବିଜେଡି ପଞ୍ଚାୟତ ସଭାପତି ପ୍ରଫୁଲ୍ଲ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରପାଲିରୁ ଇସ୍ରୋ ବୈଜ୍ଞାନିକ

ବରଗଡ଼ ଅଫିସ୍‌,୩୦।୧୨: ବରଗଡ଼ ଜିଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଝାରପାଲି ଗ୍ରାମର ନିହାର ରଞ୍ଜନ ପ୍ରଧାନ ଇସ୍ରୋ ବୈଜ୍ଞାନିକ ଭାବେ ମନୋନୀତ ହୋଇଛନ୍ତି। ସେ ଆସନ୍ତା...

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ, ଦିଗପହଣ୍ଡି ଥାନାରେ ଏତଲା

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ଛାତ୍ରୀଙ୍କ ବାପା ବୁଧବାର ଥାନାରେ ଅଭିଯୋଗ...

ଅପହରଣକାରୀ ଭାବି ପୋଲିସକୁ ନିସ୍ତୁକ ମାଡ଼

ତିଗିରିଆ,୨।୧୨(ଡି. ଏନ୍‌. ଏ.):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ଦୁର୍ଗା ବଜାରରେ ଗୁରୁବାର ସାରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। ଏକ ନାବାଳିକା ଅପହରଣ...

ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ : ପଞ୍ଚାୟତ ସମସ୍ୟା ଜଣାଇଲେ ଲୋକେ

ଶେରଗଡ଼,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ କୁମାରପାଣି ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ର ଗୃହରେ ଗୁରୁବାର ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।...

୧୭ ଘଣ୍ଟା ପରେ ଉଠିଲା ଟ୍ୟାଙ୍କର

ଗଞ୍ଜାମ, ୨।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ମଝିରେ ସୋମବାର ଅପରାହ୍ନରେ ଓଲଟି ପଡ଼ିଥିବା ଆମୋନିଆ ଗ୍ୟାସ ଟ୍ୟାଙ୍କରକୁ...

କେନ୍ଦୁପତ୍ର କେରି ଦାମ୍‌ ବଢ଼ାଇଲେ ସରକାର: ଉପକୃତ ହେବେ ୮ ଲକ୍ଷ ୩୫ ହଜାର ବନ୍ଧାଳି, ତୋଳାଳି

ଭୁବନେଶ୍ୱର,୩୧। ୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଦୁଃସ୍ଥିତିରେ ଥିବା କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ରାଜ୍ୟ ସରକାର ସହାୟତା ପ୍ରଦାନ କରିବେ। ରାଜ୍ୟରେ...

ଟୁଇଟ୍‌ କରି ଜଣାଇଲେ ମୁଖ୍ୟମନ୍ତ୍ରୀ: ଗଞ୍ଜାମରେ ସ୍ବାବ୍‌ ସଂଗ୍ରହ କରିବ ମୋବାଇଲ ଭ୍ୟାନ୍‌

ଛତ୍ରପୁର, ୧୧।୭(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାରେ କରୋନା ପଜିଟିଭ ସଂଖ୍ୟା ବଢ଼ି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

କରୋନା ବେଳେ କର୍ମଚାରୀ ଅଭାବ

ଭୁବନ, ୨୫।୫(ଡି.ଏନ.ଏ.) – ମହାମାରୀ ସମୟରେ କର୍ମଚାରୀ ଅଭାବ, ଯାହାକୁ ନେଇ ଢେଙ୍କାନାଳ ଜିଲା ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୃଷ୍ଟି ହୋଇଛି ଅଚଳାବସ୍ଥା। ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ...

Advertisement
Archives

Model This Week