ଭାଜପାରେ ଯୋଗଦେଲେ ୫୦ରୁ ଊର୍ଦ୍ଧ୍ୱ ସିପିଆଇ ନେତା କର୍ମୀ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନମଣ୍ଡଳୀ ଚିକଲଖଣ୍ଡି ପଞ୍ଚାୟତରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏହି ମିଶ୍ରଣ ପର୍ବରେ ଚିକଲଖଣ୍ଡି ପଞ୍ଚାୟତର ନାଏବ ସରପଞ୍ଚ ନାରାୟଣ ରେଡ୍ଡୀଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ସିପିଆଇ କର୍ମୀମାନେ ଶଙ୍କର ରାଓ ଙ୍କ ନେତୃତ୍ୱରେ ଭାଜପାରେ ଯୋଗ ଦେଇଛନ୍ତି। ମଣ୍ଡଳ ସଭାପତି ପଦ୍ମଚରଣ ସାହୁ ଏଥିରେ ସଭାପତିତ୍ୱ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ୧୨ରୁ ୨ଟା ପର୍ଯ୍ୟନ୍ତ ପାଟ୍ରୋଲିଂ

ଅନୁଗୋଳ ଅଫିସ, ୨।୧୧ ଅନୁଗୋଳ ଜିଲାର ବିଭିନ୍ନ ସଡକ ମରାମତି, ପରିଚାଳନା ଓ ନିର୍ମାଣକୁ ନେଇ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଢେଙ୍କାନାଳ ଏମ୍‌ପି...

ପର୍ଯ୍ୟଟନ ବିକାଶକୁ ପ୍ରଶାସନିକ ଅଣଦେଖା

କେନ୍ଦୁଝର, ୧।୧୧(ସ୍ବ.ପ୍ର.)-କେନ୍ଦୁଝରରେ ପଡ଼ିଲାଣି ଶୀତ। ଏହାହେଉଛି ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ବଣପାହାଡ ଘେରା କେନ୍ଦୁଝର ଜିଲାର ପ୍ରତିଟି ସ୍ଥାନ ରମଣୀୟ । ଏହି ଜିଲାର...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି

ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ...

ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ବର୍ତ୍ତିଲେ ୪୦ ରୋଗୀ

ଖଜୁରିପଡ଼ା (ଡି.ଏନ୍‌.ଏ.)/ବଲସକୁମ୍ପା,୨୦ା୧୨- ଖଜୁରିପଡ଼ା ଥାନା ଗାଡ଼ିଆପଡ଼ା ଘାଟିରେ ମହାନଦୀ ନେତ୍ର ଚିକିତ୍ସାଳୟ ଆମ୍ବୁଲାନ୍ସ (ନଂ.ଓଡି୩୧ଡି-୯୧୦୧) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୪୦ ଜଣ ଚକ୍ଷୁରୋଗୀ ଅଳ୍ପକେ...

ସଚେତନ ରଥ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନତାର ବାର୍ତ୍ତା ଦେଉଛିି ଖୋର୍ଦ୍ଧା ପୋଲିସ

ଖୋର୍ଦ୍ଧା ଅଫିସ,୨୪।୪ : କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ...

ପୂର୍ବ ଶତ୍ରୁତାରୁ ଗୁଳିମାଡ଼: ଜଣେ ଗୁରୁତର, ଦୁଇ ଅଟକ

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଛି। ଗୁଳିମାଡରେ ପାତ୍ରପଡ଼ା ଗ୍ରାମର ଧରଣୀଧର ସାହୁ...

ବାଟବଣା ମା, ପୁଅ ଝାଡ଼ଖଣ୍ଡରୁ ବରଗଡ଼

ବରଗଡ଼ ଅଫିସ୍‌,୭।୫- ଝାଡ଼ଖଣ୍ଡ ରାଜ୍ୟ ସିମଡେଗା ଅଞ୍ଚଳର ଜଣେ ମହିଳା ତାଙ୍କ ଶିଶୁପୁତ୍ରଙ୍କୁ ଧରି ବାଟବଣା ହୋଇ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଞ୍ଚଳକୁ ଚାଲି...

ବଢ଼ୁଛି ବନ୍ୟାଜଳ: ଲୋକେ ଭୟଭୀତ

ଆରଡି,୧୬।୯,( ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିବା ବେଳେ ବୁଧବାର ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲା। ତେବେ ଉପର ମୁଣ୍ଡରେ ଲଗାଣ...

Advertisement


Archives

Model This Week