Posted inଜାତୀୟ

ମୁମ୍ବାଇର ୫୦ରୁ ଅଧିକ ଡାକ୍ତରଖାନାକୁ ବୋମାରେ ଉଡାଇ ଦେବାକୁ ଧମକ, ଆଲର୍ଟରେ ପୋଲିସ

ମୁମ୍ବାଇ,୧୮।୬: ମହାରାଷ୍ଟ୍ର ମୁମ୍ବାଇ ସହରର ଅନେକ ଡାକ୍ତରଖାନାକୁ ବୋମା ଯୋଗେ ଉଡ଼ାଇ ଦେବାକୁ ଧମକ ମିଳିଛି। ଏହାପରେ ମୁମ୍ବାଇ ପୋଲିସ ଆଲର୍ଟ ହେବା ସହ ସମସ୍ତ ସ୍ଥାନଗୁଡ଼ିକର ଯାଞ୍ଚ କରୁଛି। ତେବେ ଏଯାବତ ଡାକ୍ତରଖାନାରୁ ସେଭଳି କିଛି ସନ୍ଦେହଜନକ ମିଳିନାହିଁ।

ରିପୋର୍ଟ ମୁତାବକ, ମୁମ୍ବାଇର ୫୦ରୁ ଅଧିକ ଡାକ୍ତରଖାନାକୁ ବୋମା ଯୋଗେ ଉଡାଇ ଦେବାକୁ ଧମକ ମିଳିଛି। ଭିପିଏନ୍‌ ନେଟଓ୍ବାର୍କ ବ୍ୟବହାର କରି ଧମକପୂର୍ଣ୍ଣ ଇମେଲ ପଠାଯାଇଛି। ତେବେ ଇମେଲ ପଠାଇଥିବା ବ୍ୟକ୍ତି ଏବଂ ଧମକର କାରଣ ଏଯାବତ ଜଣାପଡ଼ିନାହିଁ। ଭିପିଏନ୍‌ ନେଟଓ୍ବାର୍କ ପାଇଁ ଅଭିଯୁକ୍ତଙ୍କ ଯାଏ ପହଞ୍ଚିବା କଷ୍ଟକର ହୋଇଛି।

ଏହାପୂର୍ବରୁ ଦେଶର ୪୧ ବିମାନବନ୍ଦରକୁ ମଙ୍ଗଳବାର ବୋମା ଯୋଗେ ଉଡ଼ାଇ ଦେବାକୁ ଧମକପୂର୍ଣ୍ଣ ଇମେଲ ମିଳିଥିଲା। ଏହା ପରେ ସୁରକ୍ଷା ଏଜେନ୍ସିମାନଙ୍କ ଦ୍ୱାରା ଘଣ୍ଟା ଘଣ୍ଟା ଧରି ସର୍ଚ୍ଚ ଅପରେଶନ କରାଯାଇଥିଲା। ହେଲେ ସବୁଗୁଡ଼ିକ ଗୁଜବ ବୋଲି ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri