ବାଉଁଶ ବୁଦା ମୂଳରୁ ୫୦୦କିଲୋରୁ ଉର୍ଦ୍ଧ ଗଞ୍ଜେଇ ଜବତ,ଜଣେ ଗିରଫ

କୋରୁକୋଣ୍ଡା,୩୦।୧(ଅବିନାଶ ବେହେରା)ବାଉଁଶ ବୁଦା ମୂଳରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ମାଲକାନଗିରି ଜିଲା କାଲିମେଳା ପୋଲିସ ସୋମବାର ବିଳମ୍ବିତ ରାତିରେ କାଲିମେଳା ଠାରୁ ପ୍ରାୟ ୪୦କିଲୋ ମିଟର ଦୂର ଆନ୍ଧ୍ର ଓଡିଶା ସୀମାନ୍ତ ବୁଲାଲୁର ଜଙ୍ଗଲରେ ଚଢାଉ କରିଛି। ଏକ ବାଉଁଶ ବୁଦା ମୂଳେରେ ପୂର୍ବରୁ ଲୁଚାଇ ରଖାଯାଇଥିବା ୨୩ଟି ବସ୍ତାରେ ୫୮୩କିଲୋ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଗଞ୍ଜେଇ ମାଫିଆଙ୍କ ଏହି ଭଳି ନୂଆ ନୂଆ ପ୍ରନ୍ଥାକୁ ଭଣ୍ଡୁର କରିଥିବାରୁ, କାଲିମେଳା ପୋଲିସକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼…

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri