Posted inଜାତୀୟ

ଏହି ରାଜ୍ୟରେ ୫୫ ହଜାରରୁ ଅଧିକ ମହିଳାମଦ୍ୟପ…

ପାଟନା,୨୧।୩: ଦେଶରେ ନିଶାମୁକ୍ତି ଅଭିଯାନ ଜାରି ରହିଛି। ତେବେ କେତେକ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଏହି ଅଭିଯାନକୁ ଆଶା ଅନୁସାରେ ସଫଳତା ମିଳି ପାରିନାହିଁ। ସେଭଳି ରାଜ୍ୟ ମଧ୍ୟରେ ବିହାରରେ ଦିନକୁ ଦିନ ମଦ୍ୟପଙ୍କ ସଂଖ୍ୟା ବଢ଼ିଚାଳିଛି। ବିହାରରେ ୧୦ ଲକ୍ଷ ନିତି ମଦ୍ୟପାନ କରନ୍ତି। ସେହିପରି ରାଜ୍ୟରେ ମହିଳାମଦ୍ୟପଙ୍କ ସଂଖ୍ୟା ୫୫ ହଜାରରୁ ଅଧିକ ରହିଛି। ଏନେଇ ଦିଲ୍ଲୀ ଏମ୍ସ୍‌ର ନ୍ୟାଶନାଲ ଡ୍ରଗ୍‌ ଡିପେଣ୍ଡେନ୍ସ୍‌ ସେଣ୍ଟର ପକ୍ଷରୁ ପ୍ରକାଶ ପାଇଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରାଜ୍ୟରେ ଭାଙ୍ଗ ସେବନ କରୁଥିବା ଲୋକଙ୍କ ସଂଖ୍ୟା ୧୧ ଲକ୍ଷରୁ ଅଧିକ ରହିଛି। ସେହିପରି ଅଫିମ ସେବନ କରୁଥିବା ଲୋକଙ୍କ ସଂଖ୍ୟା ଲକ୍ଷେ ପାର୍‌ କରିଛି। ଅପରପକ୍ଷରେ ଇନହେଲ ଅବା ନାକରେ ଶୁଙ୍ଘି ନିଶାଦ୍ରବ୍ୟ ଗ୍ରହଣ କରୁଥିବା ଲୋକଙ୍କ ସଂଖ୍ୟା ଲକ୍ଷେ ୩୦ ହଜାରରୁ ଅଧିକ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ୨୦୨୦ ଏପ୍ରିଲ୍‌ଠାରୁ ନିଶାମୁକ୍ତି ଅଭିଯାନ ଜୋର୍‌ଦାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ମିଶନ ପଶ୍ଚିମବଙ୍ଗ

କୋଲକାତା, ୧୪।୧୦: ଭାଜପା ପକ୍ଷରୁ ପଶ୍ଚିମବଙ୍ଗରେ ଶକ୍ତି ବୃଦ୍ଧି ପାଇଁ ଯୋଜନା ଆରମ୍ଭ ହୋଇଛି। ମିଶନ ପଶ୍ଚିମବଙ୍ଗ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଗାପୂଜା ଅବସରରେ...

କରମା ଡାଳ ବିସର୍ଜନ ବେଳେ ଅଘଟଣ, ୭ ବାଳିକାଙ୍କର ମୃତ୍ୟୁ…

ଲାଟେହାର,୧୮।୯: କରୋନା ଡାଳ ବିସର୍ଜନ ସମୟରେ ଅଘଟଣ ଘଟିଛି। ୭ ବାଳିକାଙ୍କର ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ଝାଡ଼ଖଣ୍ଡର ଲାଟେହାର ଜିଲାର ବାଲୁମାଥ ଅଞ୍ଚଳର ଶେରେଗଡା...

ପାକିସ୍ତାନ-ଚାଇନାରୁ ଭାରତକୁ ଆସୁଛି ଡ୍ରଗ୍ସ୍‌

ନୂଆଦିଲ୍ଲୀ, ୧୪।୯: ଦେଶରେ ଡ୍ରଗ୍ସ୍‌ କାରବାର ଯୋଗୁ ଯୁବପିଢ଼ିଙ୍କ ଉପରେ ନକରାତ୍ମକ ପ୍ରଭାବ ପଡୁଛି। ପାକିସ୍ତାନ ଏବଂ ଚାଇନାରୁ ଭାରତକୁ ଚୋରାରେ ଡ୍ରଗ୍ସ୍‌ ଆସୁଛି। ଏନେଇ...

ଅଧ୍ୟକ୍ଷ ନିର୍ବାଚନ ମତଦାତା ସୂଚୀ ନେଇ ୫ ଏମ୍‌ପିଙ୍କୁ ମଧୁସୂଦନଙ୍କ ଚିଠି…

ନୂଆଦିଲ୍ଲୀ, ୧୦।୯ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଚର୍ଚ୍ଚା ଚାଲିଛି। ଏହି ନିର୍ବାଚନର ନିରପେକ୍ଷତା ଉପରେ...

‘ଫଟା ଜିନ୍ସ ପିନ୍ଧୁଥିବା ମହିଳା ସଂସ୍କାରୀ ନୁହନ୍ତି’

ଡେରାଡୁନ୍‌, ୧୮ା୩: ଫଟା ଜିନ୍ସ ପିନ୍ଧୁଥିବା ମହିଳା ସଂସ୍କାରୀ ନୁହଁନ୍ତି। ସେମାନେ ନିଜ ପିଲାଙ୍କୁ କିପରି ସଂସ୍କାର ଶିକ୍ଷା ଦେବେ ବୋଲି କହିଛନ୍ତି ଉତ୍ତରାଖଣ୍ଡର ନୂଆ...

୧୪ବର୍ଷ ଜେଲ୍‌ଦଣ୍ଡ ଭୋଗୀ ମୃତ୍ୟୁର ୫ ବର୍ଷ ପରେ ଦେଶଦ୍ରୋହ ଅଭିଯୋଗରୁ ମୁକ୍ତ ହେଲେ ଅଭିଯୁକ୍ତ

କୋଲକତା,୨୨।୬: କୁହାଯାଏ ବିଳମ୍ବରେ ମିଳୁଥିବା ନ୍ୟାୟ ପ୍ରକୃତ ନ୍ୟାୟ ନୁହେଁ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗରେ। ଦେଶଦ୍ରୋହ ଅପରାଧରେ ଆଜୀବନ କାରାଦଣ୍ଡ ଭୋଗୁଥିବା...

ନାଇଟ୍‌ କଲଚରକୁ ମଞ୍ଜୁରୀ ଦେଲେ ଉପରାଜ୍ୟପାଳ, ୨୪ ଘଣ୍ଟା ଖୋଲା ରହିବ ହୋଟେଲ-ରେଷ୍ଟୁରାଣ୍ଟ ସହିତ ୩୧୪ ପ୍ରତିଷ୍ଠାନ…

ନୂଆଦିଲ୍ଲୀ,୯।୧୦ : ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସାକ୍ସେନା ରାଜଧାନୀରେ ନାଇଟ୍‌ କଲଚରକୁ ମଞ୍ଜୁରୀ ଦେଇଛନ୍ତି। ଏହା ଅନୁସାରେ ହୋଟେଲ, ରେଷ୍ଟୁରାଣ୍ଟ ସହିତ ୩୧୪ ବ୍ୟବସାୟିକ...

କମ୍ପାନୀ ଅଧିକାରୀ ଏବେ ସରକାରୀ ବାବୁ

ନୂଆଦିଲ୍ଲୀ,୧ା୯: ସାଧାରଣତଃ ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ ଏବଂ ଆଇଆର୍‌ଏସ୍‌ ଅଫିସରମାନଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ନିଯୁକ୍ତ କରାଯାଇଥାଏ। ଏହା ବ୍ୟତୀତ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି)...

Advertisement
Archives

Model This Week