Posted inଜାତୀୟ

ଦଶମ-ଦ୍ୱାଦଶ ବୋର୍ଡରେ ଫେଲ୍‌ ହୋଇଛନ୍ତି ୬୫ଲକ୍ଷରୁ ଅଧିକ ପିଲା, ସରକାରଙ୍କ ସୂଚନା

ନୂଆଦିଲ୍ଲୀ,୨୨।୮: ୬୫ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ୧୦ମ ଓ ଦ୍ୱାଦଶ ଶ୍ରେଣୀରେ ପାସ୍‌ କରି ନାହାନ୍ତି। ଏଭଳି ସୂଚନା ଦେଇଛନ୍ତି ଭାରତର ଶିକ୍ଷା ମନ୍ତ୍ରଣାଳୟ। ମନ୍ତ୍ରଣାଳୟ ୨୦୨୩ର ଏହି ରିପୋର୍ଟ ଦେଇଛି। ବିଭାଗ ଅନୁସାରେ, ରାଷ୍ଟ୍ରୀୟ ବୋର୍ଡ ତୁଳନାରେ ରାଜ୍ୟ ବୋର୍ଡରେ ଅଧିକ ପିଲା ଫେଲ୍‌ ହୋଇଛନ୍ତି। ୫୯ ସ୍କୁଲର ବୋର୍ଡ ପରୀକ୍ଷା ତଥ୍ୟକୁ ବିଶ୍ଲେଷଣ କରି ଦେଖାଯାଇଛି ଯେ, ସରକାରୀ ସ୍କୁଲ ମାନଙ୍କରେ ଯୁକ୍ତ ଦୁଇ ପରୀକ୍ଷା ଅଧିକ ଛାତ୍ରୀମାନେ ଦେଇଛନ୍ତି। କିନ୍ତୁ ବେସରକାରୀ ଓ ସରକାର ଅନୁଦାନ ପ୍ରାପ୍ତ ସ୍କୁଲରେ ଏହାର ଓଲଟା ଚିତ୍ର ଦେଖାଦେଇଛି। ରିପୋର୍ଟ ଅନୁସାରେ, ପାଖାପାଖି ୩୨.୪ଲକ୍ଷ ପିଲା ଯୁକ୍ତ ୨ ରେ ପାସ୍‌ କରି ନାହାନ୍ତି। ଏହି ପରୀକ୍ଷାରେ ପ୍ରାୟ ୫.୨ଲକ୍ଷ ପିଲା ପରୀକ୍ଷାରେ ଅନୁପସ୍ଥିତ ଥିବାବେଳେ ୨୭.୨ଲକ୍ଷ ଅସଫଳ ହୋଇଛନ୍ତି।

ତେବେ ରାଜ୍ୟ ବୋର୍ଡରେ ୧୦ମରେ ମଧ୍ୟପ୍ରଦେଶର ଛାତ୍ରୀଛାତ୍ର ଅଧିକ ଫେଲ୍‌ ହୋଇଛନ୍ତି। ଅନ୍ୟପଟେ ଦ୍ୱାଦଶ ଓ ଯୁକ୍ତ ୨ରେ ଉତ୍ତର ପ୍ରଦେଶରେ ଅଧିକ ପିଲା ଫେଲ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri