ସାଢେ ୭ କେଜିରୁ ଅଧିକ ଗଞ୍ଜେଇ ଜବତ,ଜଣେ ଗିରଫ

ଭୁବନେଶ୍ୱର,୧୭।୭ (ସୂର୍ଯ୍ୟକାନ୍ତ ବେହେରା): ବରମୁଣ୍ଡା ବସ ଷ୍ଟାଣ୍ଡ ନିକଟରୁ ସୋମବାର ନିଶାଦ୍ରବ୍ୟ ବେପାର କରୁଥିବା ଜଣେ ଅଭିଯୁକ୍ତକୁ ଭରତପୁର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ହେଲେ କଟକର ଶରତ କୁମାର ପୃଷ୍ଟି । ତାଙ୍କ ହେପାଜତରୁ ୭.୮୦୦ କେଜି ଗଞ୍ଜେଇ ଜବତ ହୋଇଛି । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ପଚରାଉଚରା ସମୟରେ ଅଭିଯୁକ୍ତ ଜବତ ଗଞ୍ଜେଇ ଗୁଡିକୁ କନ୍ଧମାଳ ଅଞ୍ଚଳରୁ ସଂଗ୍ରହ କରିଥିବା ପୋଲିସ ଆଗରେ ସ୍ବୀକାର କରିଥିଲେ । ତେବେ କାହାକୁ ଦେବାକୁ ଆଣିଥିଲେ ,କେବେଠାରୁ ଏ ଅପରାଧିକ କାର୍ଯ୍ୟାକଳାପ କରୁଆସୁଥିଲେ ତାହାର ତଥ୍ୟ ଜାଣିବାକୁ ପୋଲିସ ଉଦ୍ୟମ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri