ରାଜ୍ୟ ପୋଲିସରେ ୭୦୦୦ରୁ ଅଧିକ ପଦବୀ ଖାଲି, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୩ା୨: ରାଜ୍ୟ ପୋଲିସରେ ଏବେ ୭ ହଜାର ପଦବୀ ଖାଲି ପଡ଼ିଛି। କନଷ୍ଟେବଳଠାରୁ ଆରମ୍ଭ କରି ଅତିରିକ୍ତ ଏସ୍‌ପି ପର୍ଯ୍ୟନ୍ତ ପଦ ଖାଲି ପଡ଼ିଥିବା ନେଇ ରାଜ୍ୟ ସରକାର ହାଇକୋର୍ଟରେ ଦାଖଲ କରିଥିବା ସତ୍ୟପାଠରୁ ସ୍ପଷ୍ଟ ହୋଇଛି। ରାଜ୍ୟରେ ମଞ୍ଜୁରୀପାପ୍ତ କନଷ୍ଟେବଳ ପଦ ୨୪ ହଜାର ୧୧୨ ରହିଥିବା ବେଳେ ୨୦୨୨ ଶେଷ ସୁଦ୍ଧା ୧୯ ହଜାର ୩୨୨ ଜଣ କାର୍ଯ୍ୟରତ ଅଛନ୍ତି। ଖାଲି ପଡ଼ିଥିବା ୪୭୯୦ କନଷ୍ଟେବଳ ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୨୩ ଏପ୍ରିଲ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ ହେବ ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକର୍ମା ପୂଜାଠୁ ଏହି ୩ ରାଶି ରୁହନ୍ତୁ ସତର୍କ: ସୂର୍ଯ୍ୟଙ୍କ ଗୋଚର କରିଦେବ କାଙ୍ଗାଳ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଆସନ୍ତା ୧୭ ସେପ୍ଟେମ୍ବରରେ ସୂର୍ଯ୍ୟଦେବ କନ୍ୟା ରାଶିରେ ପ୍ରବେଶ କରିବେ। ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ଅଧିକାର, କ୍ୟାରିୟର, ମାନ-ସମ୍ମାନ ଏବଂ ବରିଷ୍ଠ ବ୍ୟକ୍ତିଙ୍କ…

ଆରବ ସାଗରରେ ଭାରତୀୟ-ପାକିସ୍ତାନ ମଧ୍ୟରେ ମହାଭାରତ! ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ଜବାବ ମାଗିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୬।୯: ପାକିସ୍ତାନୀ ନୌସେନା ଜାହାଜ ଏବଂ ଭାରତୀୟ ନୌସେନା ୟୁନିଟ ମଧ୍ୟରେ ହୋଇଥିବା ଧକ୍କାକୁ ନେଇ ଭାରତ ପାକିସ୍ତାନ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ନୂଆଦିଲ୍ଲୀରେ, ବୈଦେଶିକ…

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI…

UPI ନା Cash, କେଉଁଥରେ ଟଙ୍କା ଅଧିକ ସଞ୍ଚୟ ହୁଏ? ସତ ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୧୬।୯: ଭାରତୀୟ ଡିଜିଟାଲ ଅର୍ଥନୀତିରେ ଆଜିକାଲି UPIକୁ ନେଇ ଏକ ନୂଆ ବିତର୍କ ଓ ବିବାଦ ଦେଖାଦେଇଛି। କେନ୍ଦ୍ର ସରକାର ଏବଂ NPCI ଦ୍ୱାରା ୨୦୦୦ ଟଙ୍କାରୁ…

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

ଭାଜପାର ଟେନସନ ବଢାଇଲେ ଜଣେ ପୂର୍ବତନ ଭାଜପା ନେତା? ଜାଣନ୍ତୁ କ’ଣ କଲେ

ଲକ୍ଷ୍ନୌ,୧୬।୯: ଉତ୍ତର ପ୍ରଦେଶ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବର୍ଦ୍ଧିତ ଆହ୍ବାନର ସମ୍ମୁଖୀନ ହୋଇପାରେ। କର୍ଣ୍ଣି ସେନା ରାଜ୍ୟରେ ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?