Posted inଜାତୀୟ

ମୋଦିଙ୍କ କାର୍ଯ୍ୟ ଶୈଳୀ ନେଇ ୭୨ ପ୍ରତିଶତରୁ ଅଧିକ ଲୋକ ଖୁସି…

ନୂଆଦିଲ୍ଲୀ,୨।୩ : ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ମେଘାଳୟ ଏବଂ ନାଗାଲାଣ୍ଡର ତିନୋଟି ରାଜ୍ୟରେ ବିଧାନସଭା ର୍ନିବାଚନ ଗଣନା ଚାଲିଛି। ଏହି ତିନୋଟି ରାଜ୍ୟର ଫଳାଫଳ ଭାଜପା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭୋଟ ଗଣତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ସୂଚନା ମିଳିଛି।

ଏକ ଗଣମାଧ୍ୟମ ଦ୍ୱାରା ୨୦୨୪ ଲୋକସଭା ନିର୍ବାଚନ ସମ୍ପର୍କରେ ଏକ ମେଗା ସର୍ଭେ କରାଯାଇଥିଲା। ଏହି ସର୍ଭେ ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟରେ ୭୨.୬ ପ୍ରତିଶତ ଲୋକ ଖୁସି ଅଛନ୍ତି। ମୋଦିଙ୍କ ନେତୃତ୍ୱରେ ୨୦୨୪ ମସିହାରେ ତୃତୀୟ ଥର ଜିତିବାକୁ ଚେଷ୍ଟା କରୁଥିବା ଭାଜପା ପାଇଁ ଏହା ଏକ ଖୁସି ଖବର ମିଳିଛି।

ଦେଶର ୨୩.୫ ପ୍ରତିଶତ ଲୋକ ଅଛନ୍ତି ଯେଉଁମାନେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟରେ ଖୁସି ନୁହଁନ୍ତି। ଏଥି ସହିତ, ୩.୯ ପ୍ରତିଶତ ଲୋକ ଅଛନ୍ତି ଯେଉଁମାନେ କୌଣସି ମତ ପ୍ରକାଶ କରିନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri