୨ କଣ୍ଟେନର ସହ ପ୍ରାୟ ୭୯ରୁ ଅଧିକ ଗୋରୁ ଜବତ, ଖସିଗଲେ ମାଫିଆ

ଖୋର୍ଦ୍ଧା,୨୦।୧: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳ ଗୋମାଫିଆଙ୍କ ଭୂସ୍ବର୍ଗ ପାଲଟିଛି। ଗୋଚାଲାଣ ବଢିବାରେ ଲାଗିଛି। ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଟି ଗୋରୁ ବୋଝେଇ କଣ୍ଟେନର ରାଜ୍ୟ ବାହାରକୁ ଚାଲଣ ହେବା ପାଇଁ ଜାମୁସାହିରେ ଗୋରୁ ବୋଝେଇ ହେଉଥିବା ନେଇ ପୋଲିସକୁ ସୂଚନା ମିଳିଥିଲା।
ଏସ୍‌ଡିପିଓ ଦିଲ୍ଲୀପ ଦାସଙ୍କ ନେତୃତ୍ୱରେ
 ବେଗୁନିଆ  ପୋଲିସ ଚଢ଼ାଉକରି  ଜାମୁସାହି ଅଞ୍ଚଳରୁ ଦୁଇଟି ଗୋରୁ ବୋଝେଇ କଣ୍ଟେନର ଜବତ କରିଛି। ୭୯ରୁ ଅଧିକ ଗୋରୁଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଡ୍ରାଇଭର, ଗୋମାଫିଆ ଫେରାର ହୋଇଯାଇଛନ୍ତି।
ବାରମ୍ବାର ପୋଲିସ ଗୋରୁ ବୋଝେଇ ଗାଡି ଜବତ କରୁଥିବା ବେଳେ ଗୋମାଫିଆମାନଙ୍କୁ ଗିରଫ କରିବାରେ ବିଫଳ ହେବା ପୋଲିସ କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନ ସୁଷ୍ଟି କରିଛନ୍ତି ସ୍ଥାନୀୟ ବୁଦ୍ଧିଜୀବୀ। ବେଗୁନିଆ ଥାନା ଅଞ୍ଚଳର କୁଶୁପଲ୍ଲା,ଜାମୁସାହି ଓ କଡବ ଅଞ୍ଚଳର ଗୋରୁ ଦଲାଲମାନେ ସକ୍ରିୟ ରହିଥିବା ବେଳେ ବିଳମ୍ବିତ ରାତ୍ରିରେ ଗୋରୁଙ୍କୁ ଦଲାଲଙ୍କ ମାଧ୍ୟମରେ ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ କରୁଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri