‘ସୁଭଦ୍ରା’ରେ ପୁନଃସାମିଲ ହେଲେ ୮ହଜାରରୁ ଅଧିକ ଆବେଦନକାରୀ

ଭୁବନେଶ୍ୱର,୧୦ା୧: ସୁଭଦ୍ରା ଯୋଜନାରେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଥିବା ଆବେଦନକାରୀ ପୁନଃସାମିଲ ହୋଇଛନ୍ତି। ଶନିବାର ସୁଦ୍ଧା ସୁଭଦ୍ରା ଯୋଜନାରେ ପୁଣି ୮ ହଜାରରୁ ଅଧିକ ଆବେଦନକାରୀ ପୁନଃସାମିଲ ହୋଇଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ଏବେ ବି’ ୨ ଲକ୍ଷରୁ ଅଧିକ ଆବେଦନକାରୀ e-KYC କରିନାହାନ୍ତି। ଫଳରେ ସେମାନେ ଯୋଗ୍ୟ ବିବେଚିତ ହେଲେ ମଧ୍ୟ ଅର୍ଥ ପାଇବାରେ ଅସୁବିଧା ହେବ। ତେଣୁ ନିକଟ ଜନସେବା କେନ୍ଦ୍ରରେ ତୁରନ୍ତ e-KYC କରିବାକୁ ପରାମର୍ଶ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି ଖୁବ୍‌ ଶୀଘ୍ର ୪ର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ‘ସୁଭଦ୍ରା’ ଟଙ୍କା ହିତାଧିକାରୀଙ୍କୁ ପ୍ରଦାନ କରାଯିବ।

ସୂଚନା ଯୋଗ୍ୟ କିଛି ଦିନ ତଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାରୁ ଅପଟ୍‌ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଥିବା ପ୍ରକାଶ କରିଥିଲେ। ଏପରିକି ଯେଉଁ ହିତାଧିକାରୀମାନେ ଭୁଲ୍‌ରେ ଅପଟ ଆଉଟ ହୋଇଯାଇଥିଲେ ସେମାନେ ପୁଣି ସୁଭଦ୍ରା ଯୋଜନାର ପୋର୍ଟାଲରେ ଲଗ୍‌ ଇନ୍‌ କରି ତାଲିକାରେ ପୁନଃ ଯୋଡ଼ି ହୋଇପାରିବେ ବୋଲି ସୂଚନା ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri