‘ସୁଭଦ୍ରା’ରେ ପୁନଃସାମିଲ ହେଲେ ୮ହଜାରରୁ ଅଧିକ ଆବେଦନକାରୀ

ଭୁବନେଶ୍ୱର,୧୦ା୧: ସୁଭଦ୍ରା ଯୋଜନାରେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଥିବା ଆବେଦନକାରୀ ପୁନଃସାମିଲ ହୋଇଛନ୍ତି। ଶନିବାର ସୁଦ୍ଧା ସୁଭଦ୍ରା ଯୋଜନାରେ ପୁଣି ୮ ହଜାରରୁ ଅଧିକ ଆବେଦନକାରୀ ପୁନଃସାମିଲ ହୋଇଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ଏବେ ବି’ ୨ ଲକ୍ଷରୁ ଅଧିକ ଆବେଦନକାରୀ e-KYC କରିନାହାନ୍ତି। ଫଳରେ ସେମାନେ ଯୋଗ୍ୟ ବିବେଚିତ ହେଲେ ମଧ୍ୟ ଅର୍ଥ ପାଇବାରେ ଅସୁବିଧା ହେବ। ତେଣୁ ନିକଟ ଜନସେବା କେନ୍ଦ୍ରରେ ତୁରନ୍ତ e-KYC କରିବାକୁ ପରାମର୍ଶ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି ଖୁବ୍‌ ଶୀଘ୍ର ୪ର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ‘ସୁଭଦ୍ରା’ ଟଙ୍କା ହିତାଧିକାରୀଙ୍କୁ ପ୍ରଦାନ କରାଯିବ।

ସୂଚନା ଯୋଗ୍ୟ କିଛି ଦିନ ତଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାରୁ ଅପଟ୍‌ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଥିବା ପ୍ରକାଶ କରିଥିଲେ। ଏପରିକି ଯେଉଁ ହିତାଧିକାରୀମାନେ ଭୁଲ୍‌ରେ ଅପଟ ଆଉଟ ହୋଇଯାଇଥିଲେ ସେମାନେ ପୁଣି ସୁଭଦ୍ରା ଯୋଜନାର ପୋର୍ଟାଲରେ ଲଗ୍‌ ଇନ୍‌ କରି ତାଲିକାରେ ପୁନଃ ଯୋଡ଼ି ହୋଇପାରିବେ ବୋଲି ସୂଚନା ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ: କଳାହାଣ୍ଡିରେ ତେଜିଲା ଚାଷୀ ଆନ୍ଦୋଳନ

କର୍ଲାମୁଣ୍ଡା:୧୩।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଚାଲିଥିବା ରେଗଡ଼ା ମଣ୍ଡିରେ ଚାଷୀ ଧାନ ବିକ୍ରି...

ଲେବୁଲ୍‌ କ୍ରସିଂରୁ ବୋଲେରୋକୁ କାବୁକଲା ଅବକାରୀ ବିଭାଗ: ମିଳିଲା ପୁଳାପୁଳା ଘଞ୍ଜେଇ

ନିରାକାରପୁର,୧୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ନିରାକାରପୁର ଥାନା ନାକତଳୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ...

ସାରା ଓଡ଼ିଶାରେ ଶୁଭୁଛି chi chi chi re nani chi, ରହସ୍ୟ ଜାଣି ହେବେ ତାଜୁବ!

ଭୁବନେଶ୍ୱର,୧୩।୧: ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ...

କଳାହାଣ୍ଡି ଉତ୍ସବ ପୂର୍ବରୁ ମନ ମୋହିଲା ପଥୋତ୍ସବ

ଭବାନୀପାଟଣା,୧୩ା୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାଠାରେ ଜିଲା ସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ ଉପଲକ୍ଷେ ରବିବାରଠାରୁ ଆରମ୍ଭ ହୋଇଛି ପଥୋତ୍ସବ। କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା...

ସଂଗ୍ରାମୀଙ୍କୁ ୨୦ ହଜାର ପେନ୍‌ଶନ୍‌: ଆଇନ ମନ୍ତ୍ରୀ କହୁକହୁ କହିଦେଲେ ପୂର୍ବ ସରକାରର

ଭୁବନେଶ୍ୱର,୧୩।୧:ସଂଗ୍ରାମୀଙ୍କୁ ୨୦ ହଜାର ପେନ୍‌ଶନ୍‌ ନିଷ୍ପତ୍ତି ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ୧୯୭୫ରୁ ୧୯୭୭ ମଧ୍ୟରେ ବହୁ ଲୋକ...

ଭୁବନେଶ୍ବର ଯାଆଁଳା ଫାଣ୍ଡି ପାଖରେ ଦୁର୍ଘଟଣା; ୨ ମୃତ

ଭୁବନେଶ୍ୱର, ୧୩।୧: ଭୁବନେଶ୍ୱର ଉପକଣ୍ଠ ଯାଆଁଳା ଫାଣ୍ଡି ପାଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ଆହତ...

ଧରାପଡ଼ିଲା ୯ କୋଟିରୁ ଊଦ୍ଧର୍‌ବ ଗଞ୍ଜେଇର ସତ :ଜର୍ମାନୀରୁ ମାଲେସିଆ ଦେଇ ଆସିଥିଲା ଭାରତ

ଭୁବନେଶ୍ୱର,୧୩।୧: ଭୁବନେଶ୍ବର ବିମାନ ବନ୍ଦରରୁ ୯ କୋଟିରୁ ଊଦ୍ଧର୍‌ବ ଗଞ୍ଜେଇ ଜବତ ମାମଲାରେ ଏବେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଚୋରା ଚାଲାଣ ପଛରେ ବଡ଼...

ଚାଷୀଙ୍କ ମୃତ୍ୟୁ: ପରିବାରକୁ ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର,୧୩।୧(ସନ୍ତୋଷ ପାଢ଼ୀ): ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ସୋମବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କତୁରୁ ଗ୍ରାମର ମୃତ୍ୟୁବରଣ କରିଥିବା ଚାଷୀ ପି.ଈଶ୍ୱର ରେଡ୍ଡିଙ୍କ ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri