ତାଣ୍ଡବ ରଚିଲା ‘ଇଡାଲିଆ’: ୮୫୦ରୁ ଅଧିକ ବିମାନ ଉଡ଼ାଣ ବାତିଲ

ଓ୍ବାଶିଂଟନ,୩୧ା୮: ଆମେରିକାର ଫ୍ଲୋରିଡାରେ ଭୟଙ୍କର ସାମୁଦ୍ରିକ ଝଡ଼ ‘ଇଡାଲିଆ’ ବ୍ୟାପକ କ୍ଷତି ଘଟାଇଛି। ଗଲ୍ଫ କୋଷ୍ଟରେ ୫ ମିଟର ପର୍ଯ୍ୟନ୍ତ ଉପକୂଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ପୂର୍ବାନୁମାନ କରାଯାଇଥିଲା। ପ୍ରବଳ ପବନ ଯୋଗୁ ଶହଶହ ଘର ନଷ୍ଟ କରି ଦେବା ସହ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଥିଲା। ଅନେକ ଗାଁରେ ପାଣି ପଶିଯିବାରୁ ବହୁ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା।

Jewell Baggett walks amidst debris strewn across the yard where her mother’s home had stood, as she searches for anything salvageable from the trailer home her grandfather had acquired in 1973 and built multiple additions on to over the decades, in Horseshoe Beach, Fla., after the passage of Hurricane Idalia, Wednesday, Aug. 30, 2023. (Source: AP)(AP)

ଏହି ଝଡ଼ ଯୋଗୁ ଆମେରିକାରେ ୮୫୦ରୁ ଅଧିକ ବିମାନ ଉଡ଼ାଣ ବାତିଲ ହୋଇଛି। ଏଥିସହିତ ୭୯୫ଟି ବିମାନ ଉଡ଼ାଣରେ ବିଳମ୍ବ ହୋଇଛି। ତାମ୍ପା, କ୍ଲିୟରଓ୍ବାଟର ଏବଂ ଟଲାହାସି ବିମାନ ବନ୍ଦର ସମ୍ପୂର୍ଣ୍ଣ ବନ୍ଦ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri