ତାଲିବାନ୍‌ ଶାସନରେ ୯ ଲକ୍ଷରୁ ଅଧିକ ହରାଇଲେଣି ଚାକିରି…

କାବୁଲ, ୧୧।୫ : ଆଫଗାନିସ୍ତାନରେ ତାଲିବାନ୍‌ ଶାସନ ଫେରିବା ପରଠାରୁ ଦେଶର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ ଗତ ଅଗଷ୍ଟରେ ତାଲିବାନ ଦେଶରେ ଶାସନ ଭାର ଗ୍ରହଣ କରିବା ପରେ ନଅ ଲକ୍ଷ ଆଫଗାନିସ୍ତାନୀ ଚାକିରି ହରାଇଛନ୍ତି। ଖାମା ପ୍ରେସ ଦ୍ୱାରା ରିପୋର୍ଟ ଅନୁଯାୟୀ, କାର୍ଯ୍ୟରତ ମହିଳାମାନେ ଅଧିକ ପ୍ରଭାବିତ ହେବାରେ ଲାଗିଛି।

୨୦୨୨ ମଧ୍ୟଭାଗରେ ମହିଳାଙ୍କ ନିଯୁକ୍ତି ୨୧ ପ୍ରତିଶତ ହ୍ରାସ ପାଇବ ବୋଲି ଆଶା କରାଯାଉଛି। ରିପୋର୍ଟ ଅନୁଯାୟୀ, ତାଲିବାନ କ୍ଷମତାକୁ ଆସିବା ପରଠାରୁ ଦେଶରେ ଦାରିଦ୍ର୍ୟତା ବଢ଼ି ଚାଲିଛି। ଏହା ସହିତ ବେକାରୀ ସମସ୍ୟା ବୃଦ୍ଧି ପାଇଛି।

ବିଶ୍ୱ ଶ୍ରମ ସଂଗଠନ ଅନୁଯାୟୀ, ୨୦୨୧ର ତୃତୀୟ ତ୍ରୟମାସିକରେ ଅଢ଼େଇ ଲକ୍ଷରୁ ଅଧିକ ଆଫଗାନିସ୍ତାନୀ କର୍ମଚାରୀ ଚାକିରୀ ହରାଇଛନ୍ତି ଏବଂ ୨୦୨୨ ମଧ୍ୟଭାଗ ସୁଦ୍ଧା ଏହା ପୁଣି ସାତରୁ ନଅ ଲକ୍ଷରେ ପହଞ୍ଚିବ ବୋଲି ଆଶଙ୍କା କରାଯାଉଛି। ବହୁ ଲୋକ ଦିନକୁ ଦୁଇମୁଠା ଖାଇବାକୁ ପାଉନଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri