Posted inଜାତୀୟ

୧୫ ଦିନରେ ୫୦ ଲକ୍ଷରୁ ଅଧିକ ଲୋକ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୬।୫: ଦେଶରେ କରୋନା ମାମଲା ଦୁଇ କୋଟି ମାର୍କ ଅତିକ୍ରମ କରିଛି। ମାତ୍ର ୧୫ଦିନ ମଧ୍ୟରେ ୫୦ ଲକ୍ଷରୁ ଅଧିକ ସଂକ୍ରମଣ ଘଟିଛି। ଦେଶରେ ପ୍ରଥମ ଥର ପାଇଁ ପ୍ରତ୍ୟେକ ଚତୁର୍ଥ ନମୁନା କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଗତ ଗୋଟିଏ ଦିନରେ ୧୫.୪୧ ଲକ୍ଷ ନମୁନା ପରୀକ୍ଷା କରାଯାଇଛି, ସେଥିମଧ୍ୟରୁ ୨୪.୮୦ ପ୍ରତିଶତ ସଂକ୍ରମିତ ହୋଇଥିବା ଜଣାପଡିଛି।
ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩,୧୨,୬୧୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୯୮୨ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨ କୋଟି ୧୦ଲକ୍ଷ ୬୪ ହଜାର ୮୬୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୬୬ଲକ୍ଷ ୧୩ ହଜାର ୨୯୨ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬୯ ଲକ୍ଷ ୫୧ହଜାର ୭୩୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୭୦କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri