ଭୁବନେଶ୍ୱରରୁ ୧ କୋଟିରୁ ଅଧିକ ମୂଲ୍ୟର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ରସୁଲଗଡ଼ ଅଞ୍ଚଳରୁ ମଙ୍ଗଳବାର ଏସ୍‌ଟିଏଫ ଟିମ୍‌ ୧ କେଜିରୁ ଅଧିକ ବ୍ରାଉନସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ୨ ଆନ୍ତଃରାଜ୍ୟ ଡ୍ରଗ୍ସ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ସେମାନେ ରାକିବୁଲ ଲାସ୍କର (୩୦) ଏବଂ ସୁଦର୍ଶନ ଗୟାନ (୪୪) ବୋଲି ଜଣାପଡିଛି। କୌଣସି ସୂତ୍ରରୁ ଖବରପାଇ ଏସ୍‌ଟିଏଫ ଟିମ୍‌ ରସୁଲଗଡ଼ ଅଞ୍ଚଳରେ ଚଢ଼ାଉ କରିଥିଲେ। ତେବେ ଏହି ସମୟରେ ପଶ୍ଚିମବଙ୍ଗର ଉତ୍ତର ୨୪ ପରଗଣା ଜିଲାରୁ ଆସିଥିବା ଦୁଇଜଣ ବ୍ୟବସାୟୀଙ୍କ ନିକଟରୁ ଏହି ବ୍ରାଉନ୍‌ ସୁଗାର ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୧ କୋଟିରୁ ଅଧିକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri