୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ନଗଦ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ: ଜଣେ ଅଟକ

ବାଲେଶ୍ୱର ଅଫିସ, ୨୧।୧୧: ବାଲେଶ୍ୱର ସହରସ୍ଥିତ ଅଡ଼ର ବଜାରରୁ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ନଗଦ ଟଙ୍କା ଜବତ ହୋଇଛି । ଏ ନେଇ ମୁନା ଖାଁ (୩୦) ନାମକ ଜଣେ ଯୁବକଙ୍କୁ ସହଦେବଖୁଣ୍ଟା ଥାନା ପୋଲିସ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ଏ ନେଇ ଅଧିକ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?