୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ନଗଦ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ: ଜଣେ ଅଟକ

ବାଲେଶ୍ୱର ଅଫିସ, ୨୧।୧୧: ବାଲେଶ୍ୱର ସହରସ୍ଥିତ ଅଡ଼ର ବଜାରରୁ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ନଗଦ ଟଙ୍କା ଜବତ ହୋଇଛି । ଏ ନେଇ ମୁନା ଖାଁ (୩୦) ନାମକ ଜଣେ ଯୁବକଙ୍କୁ ସହଦେବଖୁଣ୍ଟା ଥାନା ପୋଲିସ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ଏ ନେଇ ଅଧିକ ତଦନ୍ତ ଚାଲିଛି।