୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ଚିତ୍ରକୋଣ୍ଡା, ୨୪।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ବୁଧବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ସମୟରେ ଗୁଣ୍ଠାୱାଡାରୁ ସିଲେରୁ ରୋଡ଼ ହଂଶାଗୁଡ଼ା ବ୍ରିଜ ନିକଟରୁ ୨୫ ଲକ୍ଷ ଟଙ୍କା ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ନଗଦ ୧ ଲକ୍ଷ, ୨ ହଜାର ଟଙ୍କା, ୨ଟି ମୋବାଇଲ ଫୋନ୍‌, ଏଟିଏମ୍‌, ଗୋଟିଏ ମହିନ୍ଦ୍ରା ଗାଡି ସହ ଅନ୍ୟ କାଗଜପତ୍ର ଜବତ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଅଜୟ କୁମାର ଏବଂ ବିକ୍ରମ ଆଦିତ୍ୟ।

ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ ଠାରୁ ମିଳିଥିବା ସୂଚନାନୁଯାୟୀ, ଚିତ୍ରକୋଣ୍ଡା ପୋଲିସ ପାଟ୍ରୋଲିଂ ସମୟରେ ହଂଶାଗୁଡ଼ା ବ୍ରିଜ ନିକଟରେ ଏକ ମହିନ୍ଦ୍ରା ବୋଲେରୋ ଗାଡି (ନ.ଓଡି୦୫ ଜି-୩୨୦୨)କୁ ଅଟକାଇ ଥିଲା। ସେଥିରେ ୨୦ଟି ବ୍ୟାଗରେ ପ୍ରାୟ ପାଞ୍ଚ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଚାଲାଣ ହେଉଥିବା ଜାଣିବାକୁ ମିଳିଥିଲା । ଏହାର ଆନୁମାନିକ ମୂଲ୍ୟ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଥାନା ଅଧିକାରୀ କହିଛନ୍ତି। ତେବେ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri