Posted inଫୁରସତ

ସମୁଦ୍ର କୂଳରେ ବାଲ୍‌ଟି ବାଲ୍‌ଟି କଇଁଛ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ଏଥିରେ ସମୂଦ୍ର କୂଳରେ ବାଲ୍‌ଟି ବାଲ୍‌ଟି କଇଁଛ ଛଡ଼ା ଯାଉଥିବା ଦେଖିବାକୁ ମିଳୁଛି। ଛୋଟ ଛୋଟ କଇଁଛ ଚାଲିଚାଲି ଯାଉଛନ୍ତି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରି କ୍ୟାପଶନ୍‌ରେ ଲେଖିଛନ୍ତି, ‘ମୁଁ ଜାଣେ ନାହିଁ ମୁଁ କୁଆଡେ ଯାଉଛି,
କିନ୍ତୁ ମୁଁ ମୋର ରାସ୍ତାରେ ଅଛି’। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri