ଟ୍ରମ୍ପ୍‌ଙ୍କୁ ବୋକା କହିଲେ ମୋରଗାନ

ଓ୍ବାଶିଂଟନ,୨୧।୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଘୂରି ବୁଲୁଛି। ନିକଟରେ ବ୍ରିଟିଶ ଟେଲିଭିଜନ ପକ୍ଷରୁ ଆୟୋଜିତ ଏକ ସାକ୍ଷାତ୍‌କାରରେ ଯୋଗଦେବା ଅବସରରେ ଉପସ୍ଥାପକ ମୋରଗାନଙ୍କ ପ୍ରଶ୍ନରେ ରାଗି ଯାଇ ଟ୍ରମ୍ପ୍‌ ଅଧାରୁ ଉଠିଆସିଥିବା ଦେଖିବାକୁ ମିଳିଛି। ମୋରଗାନ ଏହି ଶର୍ଟ କ୍ଲିପ୍‌କୁ ବୁଧବାର ଟୁଇଟରରେ ଶେୟାର କରିଥିଲେ। କାର୍ଯ୍ୟକ୍ରମ ରେକର୍ଡିଂ ଆରମ୍ଭରୁ ୨୦୨୦ ଆମେରିକା ରାଷ୍ଟ୍ରପତିି ନିର୍ବାଚନରେ ଟ୍ରମ୍ପ୍‌ଙ୍କ ପ୍ରଦର୍ଶନକୁ ପ୍ରଶଂସା କରିଥିଲେ। ବିଜ୍ଞାପନ ବିରତି ପରେ ଆଲୋଚନା ଆଗକୁ ବଢ଼ିଥିଲା। ମୋରଗାନ କହିଥିଲେ, ରାଷ୍ଟ୍ରପତି ନିର୍ବାଚନ ନିରପେକ୍ଷ ଥିଲା। ବୋକା ବ୍ୟକ୍ତି ହିଁ ନିର୍ବାଚନ ହାରିଥିବା ସେ କହିଥିଲେ। ଟ୍ରମ୍ପ୍‌ ଉତ୍‌କ୍ଷିପ୍ତ ହୋଇ ଶୋ’ ଛାଡ଼ି ପଳାଇ ଆସିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

Weight Loss Tips: ରାତିରେ ଖାଆନ୍ତୁ ଏହି ୫ ଜିନିଷ, ଶୀଘ୍ର କମିଯିବ ପେଟର ଚର୍ବି

ଆଜିର ଦ୍ରୁତ ଗତି ଜୀବନରେ, କାମର ଚାପ ଏବଂ ପରିବର୍ତ୍ତନଶୀଳ ଅଭ୍ୟାସ ସିଧାସଳଖ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ସମୟ ଅଭାବରୁ ଲୋକମାନେ ସଠିକ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri