Posted inଖେଳ

ମୋରିସ୍‌ ଓ ପାଣ୍ଡ୍ୟାଙ୍କୁ ଭର୍ତ୍ସନା

ଆବୁଧାବି: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଲ୍‌ରାଉଣ୍ଡର ଖ୍ରିସ୍‌ ମୋରିସ ଓ ତାଙ୍କ ପ୍ରତିପକ୍ଷ ମୁମ୍ବାଇ ଇଣ୍ଡିଆନ୍ସର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭର୍ତ୍ସନା କରାଯାଇଛି। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସେମାନଙ୍କ ଦଳ ମଧ୍ୟରେ ମ୍ୟାଚ ଚାଲିଥିବାବେଳେ ଦୁହିଁଙ୍କ ମଧ୍ୟରେ ବଚସା ହୋଇଥିଲା। ବୁଧବାର ମୁମ୍ବାଇ ଇଣ୍ଡିଆନ୍ସର ରନ୍‌ ଚେଜ୍‌ ବେଳେ ୧୯ତମ ଓଭରରେ ଏହି ଘଟଣା ଦେଖିବାକୁ ମିଳିଥିଲା। ମୋରିସଙ୍କ ବୋଲିଂ ବେଳେ ପାଣ୍ଡ୍ୟା ଏକ ବିଶାଳ ଛକା ମାରିଥିଲେ ଏବଂ ଦକ୍ଷିଣ ଆଫ୍ରିକୀୟ ଖେଳାଳିଙ୍କ ପ୍ରତି ଇଶାରା କରିଥିଲେ। ଏହି ଓଭରରେ ମୋରିସ୍‌ ତାଙ୍କ ୫ମ ବଲ୍‌ରେ ପାଣ୍ଡ୍ୟାଙ୍କୁ ଆଉଟ କରି ପ୍ୟାଭିଲିଅନ ପଠାଇ ପ୍ରତିଶୋଧ ନେବା ସହ ଇଶାରା କରିଥିଲେ। ମୁମ୍ବାଇ ଇଣ୍ଡିଆନ୍ସ ଏହି ମ୍ୟାଚରେ ୫ଉଇକେଟରେ ବିଜୟ ଲାଭ କରିଥିଲା। ଉଭୟ ଖେଳାଳି ଆଇପିଏଲ୍‌ ଆଚରଣବିଧି ଉଲ୍ଲଂଘନ କରିଥିବା ସ୍ବୀକାର କରିଥିଲେ। ମ୍ୟାଚ ରେଫରି କୌଣସି ଦଣ୍ଡ ବିଧାନ ନ କରି କେବଳ ଭର୍ତ୍ସନା କରି ଛାଡ଼ିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୭ ବର୍ଷ ପରେ ଆଇପିଏଲରେ ଖେଳିବାକୁ ଯାଉଛନ୍ତି ଏହି ଭାରତୀୟ ଖେଳାଳି

ଚେନ୍ନାଇ, ୧୮।୨ : ଦୀର୍ଘ ୭ ବର୍ଷର ବ୍ୟବଧାନ ପରେ ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଲିଗ୍‌ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)କୁ ଫେରିବାକୁ ଯାଉଛନ୍ତି...

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା: ଓହରିଲେ ଏହି ଷ୍ଟାର୍‌ ଖେଳାଳି

ଚେନ୍ନାଇ,୨୬।୪: ସମଗ୍ର ଦେଶ ଏବେ କରୋନା ସହିତ ଲଢୁଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକାଂଶ ରାଜ୍ୟରେ ଲକଡାଉନ ଲାଗୁ କରାଯାଇଛି।...

ବିସିସିଆଇ ଆପେକ୍ସ କାଉନ୍‌ସିଲ ବୈଠକ ୧୭ରେ

ନୂଆଦିଲ୍ଲୀ, ୬ା୭ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆପେକ୍ସ କାଉନ୍‌ସିଲର ୪ର୍ଥ ବୈଠକ ଚଳିତମାସ ୧୭ ତାରିଖରେ ବସିବ। ଏଥିରେ ଭାରତର ସଂଶୋଧିତ...

ଟି୨୦ ବିଶ୍ୱକପ୍‌ରେ ଦ୍ୱିତୀୟ ଥର ପାଇଁ ଶତକୀୟ ଓପନିଂ ଭାଗିଦାରୀ

ଆବୁଧାବି,୨।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଏପର୍ଯ୍ୟନ୍ତ ଅପରାଜେୟ ଥିବା ପାକିସ୍ତାନ ମଙ୍ଗଳବାର ଚାଲିଥିବା ମ୍ୟାଚ୍‌ରେ ନାମ୍ବିଆ ଆଗରେ ୧୯୦ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି।...

ସୂର୍ଯ୍ୟଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ବଡ଼ ଟାର୍ଗେଟ ଛିଡ଼ା କରିପାରିଲାନି ଟିମ୍‌ ଇଣ୍ଡିଆ

କଲମ୍ବୋ,୨୫।୭: ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଟିମ୍‌ ଇଣ୍ଡିଆ ପ୍ରତିପକ୍ଷ ଶ୍ରୀଲଙ୍କା ଆଗରେ ୧୬୫ ରନ୍‌ର ଟାର୍ଗେଟ ଛିଡ଼ା କରିଛି। ଏହି ମ୍ୟାଚ୍‌...

ବନ୍ଦ କୋଠରୀରେ ଏମିତି କାମ କରୁଛନ୍ତି ନବବିବାହିତ କ୍ରିକେଟର୍‌‌

ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ପୁଣି ଥରେ ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି। ବିବାହ ପରେ ସେ ପ୍ରଥମ ଥର ପାଇଁ ବ୍ୟାୟାମ କରୁଥିବା...

ଆଉ ଏକ ଇଞ୍ଜୁରି: ସଇନୀ ଆହତ

ବ୍ରିସ୍‌ବେନ୍‌,୧୬।୧(ପି.ଟି.): ଆଘାତ ସମସ୍ୟା ଜର୍ଜରିତ ଭାରତୀୟ ଦଳର ସମସ୍ୟା ବଢିବାରେ ଲାଗିଛି। ଆଉ ଜଣେ ଖେଳାଳି ଆହତ ହୋଇ ପଡିଆ ବାହରକୁ ଯାଇଛନ୍ତି। ଶୁକ୍ରବାରଠାରୁ ଆରମ୍ଭ...

ଇଂଲଣ୍ଡକୁ ହରାଇଲା ଦକ୍ଷିଣ ଆଫ୍ରିକା

ସେଞ୍ଚୁରିଅନ୍‌, ୩୦ା୧୨ (ଏଏଫ୍‌ପି)-ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ସିରିଜରେ ଦକ୍ଷିଣ ଆଫ୍ରିକା ଏହାର ପ୍ରଥମ ଟେଷ୍ଟ ବିଜୟ ହାସଲ କରିଛି। ରବିବାର ସ୍ଥାନୀୟ ସୁପର ସ୍ପୋଟର୍‌ସ ପାର୍କଠାରେ...

Advertisement
Archives

Model This Week