Posted inଖେଳ

ବିଶ୍ୱ ଚେସ୍‌ ଦିବସରେ ପ୍ରତ୍ୟୁଷ ଚାମ୍ପିୟନ

ଭୁବନେଶ୍ୱର, ୨୧।୭(କ୍ରୀଡ଼ା ପ୍ରତିନିଧି)-
ବିଶ୍ୱ ଚେସ୍‌ ଦିବସ ଅବସରରେ ସୋମବାର ଆୟୋଜିତ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ପ୍ରତ୍ୟୁଷ ମହାପାତ୍ର ଚାମ୍ପିୟନ ହୋଇଛନ୍ତି। ଏସଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ ମଦର୍ସ ପବ୍ଲିକ୍‌ ସ୍କୁଲର ୯ମ ଷ୍ଟାଣ୍ଡାର୍ଡ ଛାତ୍ର ପ୍ରତ୍ୟୁଷ ମୋଟ ୬ ପଏଣ୍ଟ ମଧ୍ୟରୁ ୫.୫ ପଏଣ୍ଟ ପାଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ପ୍ରଭୂଜୀ ଇଂଲିଶ୍‌ ମିଡିୟମ ସ୍କୁଲର ବିକାଶ କୁମାର ଲେଙ୍କା ୫ ପଏଣ୍ଟ ସହ ରନର୍ସଅପ୍‌ ହୋଇଛନ୍ତି। ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ତେଜାସ ଲୋହାନୀ(୫) ତୃତୀୟ ସ୍ଥାନ ହାସଲ କରିଛନ୍ତି। ୧୫ ବର୍ଷରୁ କମ୍‌ ବର୍ଗରେ ଅନୂଜ ସୁବୁଦ୍ଧି, ୧୩ ବର୍ଷରୁ କମ୍‌ରେ ଆରିନ ଅନ୍ବେଷ ସ୍ବାଇଁ, ୧୧ ବର୍ଷରୁ କମ୍‌ରେ ସାଇ ଅମୃତ ପରିଜା, ତ୍ରିଦେବ ତୀର୍ଥଙ୍କର, ମହାବୀର ପାତ୍ର, ୯ ବର୍ଷରୁ କମ୍‌ ବର୍ଗରେ ସୂର୍ଯ୍ୟାଂଶୁ ମହାକୁଡ଼, ଶୁଭମ୍‌ ପ୍ରତୀକ ମିଶ୍ର, ଶିବାଶିଷ ସିଂ ଏବଂ ୭ ବର୍ଷରୁ କମ୍‌ରେ ରିଷଭ ମିଶ୍ର ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ସେଣ୍ଟରର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ, ଡାକ୍ତର ମାନସ ରଞ୍ଜନ ମିଶ୍ର ଓ କୋଚ୍‌ ସତ୍ୟଜିତ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଟୁର୍ନାମେଣ୍ଟ ପରିଚାଳିତ ହୋଇଥିଲା। ସେଣ୍ଟରର ସଭାପତି ଶୁଭାଶିଷ ପଟ୍ଟନାୟକ ବିଶ୍ୱ ଚେସ୍‌ ଦିବସ ଅବସରରେ ସମସ୍ତ ଖେଳାଳି, ସଙ୍ଗଠକ, ପ୍ରଶିକ୍ଷକ, ଶୁଭେଚ୍ଛୁ ଓ ଚେସ୍‌ ପ୍ରଶାସକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri