ସକାଳର କେତୋଟି ଭୁଲ ଯୋଗୁ ହୁଏ ମେଦବହୁଳତା!

ବର୍ତ୍ତମାନ ସମୟରେ ମେଦବହୁଳତା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ଏହାର କାରଣ ଆମ ଜୀବନଶୈଳି ବୋଲି କୁହାଯାଉଛି । ଅନେକ ଲୋକଙ୍କର ଏବେ ଅଭ୍ୟାସରେ ପଡି ଗଲାଣି ବିଳମ୍ବରେ ଖାଇବା ବିଳମ୍ବରେ ଶୋଇବା ଓ ଶୀଘ୍ର ନ ଉଠି ବିଳମ୍ବରେ ଉଠିବା । କିନ୍ତୁ ଏହା ଯେ ଶରୀର ପାଇଁ କ୍ଷତିକାରଣ ଏହା ଜାଣିବା ପରେ ବି ଆମେ ଏହାକୁ ଅବହେଳା କରି ଚାଲିଛୁ । ଆଉ କେତେକ ଲୋକ ନିଜ ଶରୀରର ଓଜନ କମାଇବା ଲାଗି ସକାଳୁ ବ୍ୟାୟାମ କରୁଥିବା ବେଳେ ଖାଦ୍ୟ ପାନୀୟ ପ୍ରତି ମଧ୍ୟ ସାମାନ୍ୟ ସଚେତନ ଥିବା ଦେଖାଯାଏ । ଏହାପରେ ବି ଅନେକ ଦିନ ଧରି ସେମାନଙ୍କ ଓଜନ ନ କମିବା ଚିନ୍ତାର କାରଣ ପାଲଟି ଯାଏ । ନିକଟରେ କରାଯାଇଥିବା ଏକ ଷ୍ଟଡିରୁ ଜଣାପଡିଛି କି ଯେଉଁମାନେ ନିୟମିତ ବ୍ୟାୟାମ କରୁଛନ୍ତି ହେଲେ ସେମାନଙ୍କ ଶରୀରର ଓଜନ କମ୍ ହେଉନାହିଁ ଏହା ପଛରେ ଆହୁରି କିଛି କାରଣ ରହିଛି । ଯାହା ସେମାନେ ଜାଣି ପାରୁ ନାହାନ୍ତି । ଉକ୍ତ ଷ୍ଟଡି ଅନୁଯାୟୀ, ଯେଉଁମାନେ ନିୟମିତ ଭାବେ ବିଛଣା ନ ସଫା କରି ଶୋଇ ଥାନ୍ତି ସେମାନେ ଅନ୍ୟମାନଙ୍କ ଅପେକ୍ଷା ଅଳସୁଆ ହୋଇଥିବାରୁ ସେମାନଙ୍କ ଶରୀରର ଓଜନ ବୃଦ୍ଧି ଘଟିଥାଏ । କାରଣ ବିଛଣା ସଫା ସୁତୁରା ରହିଲେ ଭଲ ନିଦ ହୋଇଥାଏ । ଆଉ ଅପରିଷ୍କାର ବିଛଣାରେ ନିଦ ଭଲ ନ ହେବା ଫଳରେ ନାନା ଶାରୀରିକ ସମସ୍ୟା ଦେଖାଦିଏ ।
ଯେଉଁମାନେ ଦିନର ଆରମ୍ଭ ଚା’ ବା କଫିରୁ କରିଥାଆନ୍ତି ସେମାନଙ୍କର ମେଦ ବୃଦ୍ଧି ହୋଇଥାଏ ବୋଲି ବିଶେଷଜ୍ଞମାନେ କହିଛନ୍ତି । କାରଣ ସକାଳେ ଖାଲି ପେଟରେ କୌଣସି ଖାଦ୍ୟ ଖାଇବା ପୂର୍ବରୁ ଯଦି ଚା’ ବା କଫି ପିଆଯାଏ ତେବେ ଏହା ଶରୀର ଉପରେ କୁପ୍ରଭାବ ପକାଇଥାଏ । ଆହୁରି ମଧ୍ୟ ମେଦବୃଦ୍ଧିରେ ସହାୟକ ହୋଇଥାଏ । ତେଣୁ ଡାକ୍ତରମାନେ ପରାମର୍ଶ ଦିଅନ୍ତି ଓଜନ କମ୍ କରିବାକୁ ଚାହୁଁଥିବା ଲୋକେ ଏହି ଭୁଲ ନ କରି ବରଂ ସକାଳର ଆରମ୍ଭ ଉଷୁମ ପାଣିରୁ କଲେ ଲାଭ ମିଳିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri