ପଶ୍ଚିମ ଓଡିଶାରେ ସକାଳୁଆ ସ୍କୁଲ

ଭୁବନେଶ୍ୱର,୨୦।୬: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ପଶ୍ଚିମ ଓଡିଶାରେ ସକାଳୁଆ ସ୍କୁଲ ହେବ। ଝାରସୁଗୁଡା, ସମ୍ବଲପୁର ଓ ବଲାଙ୍ଗୀର ଜିଲାରେ ୨୨ରେ ସ୍କୁଲ ଖୋଲିବ। ମାତ୍ର ୨୪ତାରିଖ ଯାଏଁ ସକାଳୁଆ ସ୍କୁଲ ହେବ। ସୁବର୍ଣ୍ଣପୁର, ସୁନ୍ଦରଗଡ ଓ ନୂଆପଡାରେ ୨୩ରେ ସ୍କୁଲ ଫିଟିବ ଏବଂ ୨୪ତାରିଖ ଯାଏଁ ସକାଳୁଆ ହେବ। ଏଠାରେ ସକାଳ ୬ଟାରୁ ସାଢେ ୯ଟା ଯାଏ ସ୍କୁଲ ଚାଲିବ। ତେବେ ପଶ୍ଚିମ ଓଡିଶାରେ ୨୬ତାରିଖ ଠାରୁ ନିୟମିତ ସମୟନୁସାରେ ସ୍କୁଲ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri