ସକାଳ ୮ଟାରୁ ମଧ୍ୟାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ ଛାତ୍ରୀଛାତ୍ରଙ୍କ ପାଠପଢା

ମଥୁରାନଗରୀ,୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଏଥର ଦର୍ଶକଙ୍କ ଭିଡ ବଢିବାରେ ଲାଗିଛି। ମହୋତ୍ସବ ସରିବା ପାଇଁ ଆଗକୁ ଆହୁରି ୮ଦିନ ବାକି ରହିଛି। ଫଳରେ ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀ (ବରଗଡ଼ ସହର)ରେ ରହିଥିବା ଶିକ୍ଷାନୁଷ୍ଠାନ ଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।

ଜିଲା ଶିକ୍ଷା ବିଭାଗର ପତ୍ରସଂଖ୍ୟା-୨୭୨, ତା-୪।୧।୨୫ରିଖ ଅନୁଯାୟୀ, ଏଣିକି ଧନୁଯାତ୍ରା ମହୋତ୍ସବ ସରିବା ପର୍ଯ୍ୟନ୍ତ ବରଗଡ଼ ସହରରେ ରହିଥିବା ସମସ୍ତ ସ୍କୁଲ, କଲେଜ ଗୁଡ଼ିକରେ ସକାଳ ୮ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଠପଢା ଚାଲିବ। ଧନୁଯାତ୍ରା ସରିବା ପରେ ପୂର୍ବ ନିର୍ଦ୍ଧାରିତ ସମୟରେ ଛାତ୍ରୀଛାତ୍ରଙ୍କ ପାଠପଢା ପୁଣି ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri