ମୋର୍‌କ୍କୋ ଭୂକମ୍ପ ମୃତ୍ୟୁସଂଖ୍ୟା ୬୦୦ ଟପିଲା

ରବାଟ୍‌,୯ା୯: ମୋର୍‌କ୍କୋରେ ଘଟିଥିବା ଶକ୍ତିଶାଳୀ ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୬୩୨ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ୩୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଏକ ରିପୋର୍ଟ ଅନୁଯାୟୀ, ଦେଶର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ କହିଛି, ରିକ୍ଟର ସ୍କେଲ୍‌ରେ ଏହି ଭୂକମ୍ପର ତୀବ୍ରତା ୬.୮ ରହିଥିଲା।

At least 630 dead as powerful earthquake hits Morocco near Marrakesh | Earthquakes News | Al Jazeera

ପ୍ରବଳ ଭୂକମ୍ପ ପରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଯାଇଥିଲେ। ଏହି ଭୂକମ୍ପରେ ଐତିହାସିକ ଅଟ୍ଟାଳିକାଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ଘଟିବା ସହ ବିଦ୍ୟୁତ୍‌କାଟ ମଧ୍ୟ ହୋଇଛି। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ କହିଛି, ଏହି ଭୂକମ୍ପ ଶୁକ୍ରବାର ରାତି ୧୧.୧୧ ମିନିଟ୍‌ରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri